www.samajalive.in
Sunday, December 7, 2025
14.1 C
Bhubaneswar

ମୁଖ୍ୟମନ୍ତ୍ରୀଙ୍କ ଅଧ୍ୟକ୍ଷତାରେ ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ

ଭୁବନେଶ୍ୱର : ଲୋକସେବା ଭବନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଗୁରୁତ୍ୱପୂର୍ଣ୍ଣ କ୍ୟାବିନେଟ ବୈଠକ ଅନୁଷ୍ଠିତ ହୋଇଛି। କରୋନା ପ୍ରତିଷେଧକ ଓ ଏନେଇ ପାଣ୍ଠି ବ୍ୟୟବରାଦ ପାଇଁ କ୍ୟାବିନେଟରେ ବଡ଼ ନିଷ୍ପତ୍ତି ହୋଇଥିବା ଜଣାପଡ଼ିଛି। କ୍ୟାବିନେଟରେ ମ୍ୟୁନିସିପାଲିଟି ଆଇନ-୧୯୫୦କୁ ସଂଶୋଧନ ମଞ୍ଜୁରୀ, ମ୍ୟୁନିସିପାଲ କର୍ପୋରେସନ ଆଇ ସଂଶୋଧନ ପ୍ରସ୍ତାବ ମଞ୍ଜୁର ହୋଇଥିବା ନେଇ ସୂଚନା ମିଳିଛି। କ୍ୟାବିନେଟ ନିଷ୍ପତ୍ତି ନେଇ ଗୃହକୁ ମୁଖ୍ୟମନ୍ତ୍ରୀ ଅବଗତ କରିବେ।

Hot this week

ବହିଷ୍କୃତ ହେବେ ଇଣ୍ଡିଗୋ ସିଇଓ !

ନୂଆଦିଲ୍ଲୀ : ପାଞ୍ଚଦିନ ମଧ୍ୟରେ ଇଣ୍ଡିଗୋ ଏୟାରଲାଇନ୍ସର ଅବସ୍ଥା ଶୋଚନୀୟ ହୋଇପଡିଥିବାବେଳେ...

ସାପ୍ତାହିକ ରାଶିଫଳ: ଏହି ରାଶିର ବ୍ୟକ୍ତି ସାବଧାନ

ମେଷ: ରବିବାର ଓ ସୋମବାର କର୍ମଅନୁରୂପ ଫଳପ୍ରାପ୍ତ ହେବେ। କାର୍ଯ୍ୟକ୍ଷେତ୍ର ବ୍ୟାପକ...

ଜାଡରେ ଥରୁଛି ସାରା ଓଡିଶା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ଶୁଷ୍କ ଥଣ୍ଡା ବାୟୁର ପ୍ରବାହ ଯୋଗୁଁ ରାଜ୍ୟରେ ଶୀତ...

କ୍ରିକେଟ୍‌ପ୍ରେମୀଙ୍କ ପାଇଁ ସ୍ୱତନ୍ତ୍ର ‘ଆମ ବସ୍’ ସେବା

ଭୁବନେଶ୍ବର: କଟକର ବାରବାଟୀ ଷ୍ଟାଡିୟମରେ ଚଳିତ ମାସ ୯ରେ ହେବାକୁ ଥିବା...

ଜାନୁଆରୀ ୨୦ରେ ଓଏସ୍‌ଏସ୍‌ଟିଇଟି

କଟକ: ମାଧ୍ୟମିକ ଶିକ୍ଷା ପରିଷଦ(ବୋର୍ଡ) ଦ୍ବାରା ପରିଚାଳିତ ଓଡ଼ିଶା ମାଧ୍ୟମିକ ବିଦ୍ୟାଳୟ...

Related Articles

Popular Categories