www.samajalive.in
Saturday, December 6, 2025
16.1 C
Bhubaneswar

ପ୍ରାକୃତିକ ଦୁର୍ବିପାକ କମିଟି ବୈଠକ : ୨୪ ଘଣ୍ଟା କାର୍ଯ୍ୟ କରିବ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ

ଭୁବନେଶ୍ବର: ଜୁନ୍‌ରୁ ଅକ୍ଟୋବର ମଧ୍ୟରେ ବାତ୍ୟା, ବନ୍ୟା ଓ ମରୁଡି ଭଳି ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହୋଇଥାଏ ଓଡ଼ିଶା । ଏହାକୁ ଦୃଷ୍ଟିରେ ରଖି ପ୍ରଶାସନିକ ସ୍ତରରେ ସବୁ ପ୍ରକାର ପ୍ରସ୍ତୁତି କରିବାକୁ ରାଜ୍ୟସ୍ତରୀୟ ପ୍ରାକୃତିକ ଦୁର୍ବିପାକ କମିଟି ବୈଠକରେ ନିର୍ଦେଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଲୋକଙ୍କୁ ସବୁ ପ୍ରକାର ବିପର୍ଯ୍ୟୟ ବାବଦରେ ସୂଚନା ପ୍ରଦାନ କରିବାକୁ ଜିଲାସ୍ତରୀୟ ବିଭାଗୀୟ କଣ୍ଟ୍ରୋଲ ରୁମ ୨୪ ଘଣ୍ଟା କାର୍ଯ୍ୟ କରିବ । ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପର୍ଯ୍ୟାପ୍ତ ଖାଦ୍ୟ ସାମଗ୍ରୀ ମହଜୁଦ ରଖିବା ସହିତ ଗୋଖାଦ୍ୟ ମହଜୁଦ ରଖିବାକୁ ପରାମର୍ଶ ଦେଇଛନ୍ତି ମୁଖ୍ୟମନ୍ତ୍ରୀ । ପ୍ରାକୃତିକ ବିପର୍ଯ୍ୟୟ ସମୟରେ ଗର୍ଭବତୀ, ଭିନ୍ନକ୍ଷମ ଓ ମାନସିକ ଅନଗ୍ରସର ବ୍ୟକ୍ତିଙ୍କ ସୁରକ୍ଷା ପାଇଁ ଜିଲା ପାଇଁ ସ୍ବତନ୍ତ୍ର ଧ୍ୟାନ ଦେବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି ।

Hot this week

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

ସ୍ବାମୀ ଓ ଗର୍ଭବତୀ ସ୍ତ୍ରୀ ମୃତ; ବର୍ତ୍ତିଲା ୩ ବର୍ଷର ଶିଶୁ

ଦିଗପହଣ୍ଡି: ଗଞ୍ଜାମ ଜିଲାର ଦିଗପହଣ୍ଡି-ବ୍ରହ୍ମପୁର ରାସ୍ତାର ମାଁ କୁରେଇଶୁଣୀ ମନ୍ଦିର ନିକଟରେ...

ଖଣି ଅଧିକାରୀଙ୍କ ଠାରୁ ୩ଟ୍ରକ ଛଡାଇ ନେଲେ ମାଫିଆ

ସୋର: ଖଣି ବିଭାଗ ଠାରୁ ଛଡାଇ ନେଲେ ତିନି ଟ୍ରକ ।...

ପଦ୍ମଭୂଷଣ ଡ. ରାଧାନାଥ ରଥଙ୍କ ୧୨୯ ତମ ଜୟନ୍ତୀ: ସେମାନଙ୍କ ଦୃଷ୍ଟିରେ ବାବୁଜୀ

ପ୍ରେରଣାର ଉତ୍ସ ଡକ୍ଟର ରଥ ଦୀର୍ଘକାଳ ଧରି ଓଡ଼ିଶାର ସାଧାରଣ ଜୀବନ ସହିତ...

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

Related Articles

Popular Categories