ଭୁବନେଶ୍ବର: ଆଜି ମୁଖ୍ୟମନ୍ତ୍ରୀ ୨୦୯ ନବ ନିଯୁକ୍ତ ପ୍ରାଣୀ ଚିକିତ୍ସକଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରିବାର କାର୍ଯ୍ୟକ୍ରମ ରହିଛି। ସେହିପରି ଅଲିଭ ରିଡଲେ କଇଁଛଙ୍କ ସୁରକ୍ଷା ପାଇଁ ମାଛଧରା ନିଷେଧ ଦ୍ବାରା ୧୪ ହଜାର ୨୨୮ ପ୍ରଭାବିତ ସାମୁଦ୍ରିକ ମତ୍ସ୍ୟଜୀବୀ ପରିବାରଙ୍କୁ ୨୧ କୋଟି ୩୪ ଲକ୍ଷ ଟଙ୍କାର ସହାୟତା ପ୍ରଦାନ କରିବେ ମୁଖ୍ୟମନ୍ତ୍ରୀ । ଅପରାହ୍ନ ସାଢେ ୫ରେ ଲୋକସେବା ଭବନ କନଭେନସନ ସେଣ୍ଟରରେ ଏହି କାର୍ଯ୍ୟକ୍ରମ ହେବ।
Popular Categories



