www.samajalive.in
Saturday, December 6, 2025
17.1 C
Bhubaneswar

ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନ ପାଇଲେ ସମୀର ମହାନ୍ତି

ଭୁବନେଶ୍ବର : ପୂର୍ବତନ  ରାଜ୍ୟ ବିଜେପି ସଭାପତି ସମୀର ମହାନ୍ତିଙ୍କୁ ବିଜେପି ଜାତୀୟ କାର୍ଯ୍ୟକାରୀ କମିଟିରେ ସ୍ଥାନିତ କରାଯାଇଥିବା ସୂଚନା ମିଳିଛି। ବିଜେପିର ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସମୀର ମହାନ୍ତିଙ୍କୁ ସ୍ୱତନ୍ତ୍ର ନିମନ୍ତ୍ରିତ ସଦସ୍ୟ ଭାବେ ନିଯୁକ୍ତି ଦେଇଛନ୍ତି। ସୂଚନାଯୋଗ୍ୟ, ୨୦୨୦ ଜାନୁଆରୀ ୧୭ରୁ ୨୦୨୩ ମାର୍ଚ୍ଚ ୨୩ ପର୍ଯ୍ୟନ୍ତ ବିଜେପି ରାଜ୍ୟ ସଭାପତି ଥିଲେ ସମୀର ମହାନ୍ତି। ଏହାପରେ ଗତ ମାର୍ଚ୍ଚ ମାସରେ ତାଙ୍କ ସ୍ଥାନରେ ମନମୋହନ ସାମଲଙ୍କୁ ବିଜେପି ରାଜ୍ୟ ସଭାପତି ଭାବେ ନିଯୁକ୍ତି ମିଳିଛି।

Hot this week

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

ଭୁବନେଶ୍ଵରରେ ପହଞ୍ଚିଲେ ଦକ୍ଷିଣଆଫ୍ରିକା ଦଳର ୫ ଖେଳାଳି

ସମାଜଲାଇଭ ଡେସ୍କ: ଭୁବନେଶ୍ଵର ବିମାନବନ୍ଦରରେ ପହଞ୍ଚିଛନ୍ତି ଦକ୍ଷିଣଆଫ୍ରିକା କ୍ରିକେଟ ଦଳର ୫...

Related Articles

Popular Categories