www.samajalive.in
Monday, December 15, 2025
14.1 C
Bhubaneswar

ଆଜି ଅବପାତର ରୂପ ନେବ ଲଘୁଚାପ, ୫ ଜିଲାକୁ ଅରେଞ୍ଜ ଆଲର୍ଟ ଜାରି

ଭୁବନେଶ୍ବର: ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଆଜି ଅବପାତର ରୂପ ନେବ । ଏହାର ପ୍ରଭାବରେ ପ୍ରବଳରୁ ଅତିପ୍ରବଳ  ବର୍ଷା ହେବ ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସତର୍କତା ଜାରି କରାଯାଇଛି। ଅତିପ୍ରବଳ ବର୍ଷା ନେଇ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ନୂଆପଡା ଏବଂ କଳାହାଣ୍ଡି ଜିଲ୍ଲାକୁ ଅରେଞ୍ଜ ଓ ୭ଟି ଜିଲ୍ଲାକୁ ୟେଲୋ ଆଲର୍ଟ ଜାରି କରାଯାଇଛି । କେତେକ ସ୍ଥାନରେ ୭୦ରୁ ୨ଶହ ମିଲିମିଟର ବର୍ଷା ସମ୍ଭାବନା ରହିଛି । ଏଥିପାଇଁ ୨୭ ତାରିଖ ଯାଏଁ ମତ୍ସଜୀବୀଙ୍କୁ ସମୁଦ୍ର ମନା ହୋଇଥିବା ଜଣାପଡ଼ିଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories