www.samajalive.in
Wednesday, December 10, 2025
17.1 C
Bhubaneswar

ବନ୍ୟା ଆଶଙ୍କା : ୧୫ ଜିଲା ଉପରେ ନଜର, ଉଦ୍ଧାରକାରୀ ଟିମ ପ୍ରସ୍ତୁତ

ଭୁବନେଶ୍ୱର : ରାଜ୍ୟର ଅନେକ ସ୍ଥାନରେ ଲଗାଣ ଯୋଗୁଁ ବନ୍ୟାର ପରିସ୍ଥିତି ସୃଷ୍ଟି ହୋଇଛି। ଏହାକୁ ଦୃଷ୍ଟିରେ ରଖି ସରକାର ୧୫ ଜିଲାରେ ସର୍ଚ୍ଚ ଆଣ୍ଡ ରେସ୍କ୍ୟୁ ଅପରେସନ ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା କରାଇଛନ୍ତି । ୮ଟି ଏନଡିଆରଏଫ, ୧୩ଟି ଓଡିଆରଏଏଫ, ୨୩ଟି ଅତିରିକ୍ତ ଫାୟାର ଟିମ ମୁତାୟନ କରିଛନ୍ତି । ଭଦ୍ରକ, ଯାଜପୁର, ସମ୍ବଲପୁର, କେନ୍ଦୁଝର, ମୟୁରଭଞ୍ଜ, ଅନୁଗୁଳ, ସୋନପୁର, ବୌଦ୍ଧ, କନ୍ଧମାଳ, ବାଲେଶ୍ୱର, କଟକ, ପୁରି ଖୋର୍ଦ୍ଧା, ଜଗତସିଂପୁର, କେନ୍ଦ୍ରାପଡା ଜିଲାରେ ମୁତାୟନ କରାଯିବ । ଏନେଇ ଏସଆରସିଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଜାରି କରାଯାଇଛି ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories