www.samajalive.in
Tuesday, December 9, 2025
16.1 C
Bhubaneswar

ଆହୁରି ୫ ଦିନ ଛେଚିବ

ଭୁବନେଶ୍ୱର : ଆସନ୍ତା ୫ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷା ସମ୍ଭାବନା ରହିଛି ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାର ପ୍ରଭାବରେ ଅଧିକ ବର୍ଷା ହେବା ନେଇ ଉତ୍ତର ଏବଂ ଉପକୂଳ ଓଡ଼ିଶାର ୬ଟି ଜିଲାକୁ ସତର୍କ ସୂଚନା ଦିଆଯାଇଛି । ପୁରୀ, ଖୋର୍ଦ୍ଧା, ଢେଙ୍କାନାଳ, କେନ୍ଦୁଝର, ମୟୁରଭଞ୍ଜ, ଜଗତସିଂହ ପୁର, କେନ୍ଦ୍ରାପଡା, କଟକ, ଯାଜପୁର ଏବଂ ଭଦ୍ରକ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ସୂଚନା ମିଳିଛି।

Hot this week

ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ

 ଭୁବନେଶ୍ୱର - ରାଜ୍ୟର ଅତିରିକ୍ତ ବ୍ୟୟ ମଞ୍ଜୁରୀ ବିଲ୍  ବିଧାନସଭାରେ ପାରିତ...

ସମ୍ବଲପୁର ସାମ୍ବାଦିକମାନଙ୍କ ପାଇଁ କଳା ବର୍ଷ ସାଜିଛି ୨୦୨୫-ପ୍ରାଣ ହରାଇଲେଣି ୩ ଜଣ ଯୁବ ସାମ୍ବାଦିକ

ସମ୍ବଲପୁର : ସୋମବାର ଏକ ମର୍ମଦୁନ୍ତ ସଡକ ଦୁର୍ଘଟଣାରେ ରେଢ଼ାଖୋଲର କାର୍ଯ୍ୟରତ...

ବିଜିୟୁ ପକ୍ଷରୁ ୮ମ ସମାବର୍ତ୍ତନ ଉତ୍ସବ ପାଳିତ

ଭୁବନେଶ୍ୱର: ବିର୍ଲା ଗ୍ଲୋବାଲ ୟୁନିଭରସିଟି (ବିଜିୟୁ) ପକ୍ଷରୁ ଏହାର ୮ମ ସମାବର୍ତ୍ତନ...

ରାଜ୍ୟସ୍ତରୀୟ ବାହୁକୁସ୍ତି ପ୍ରତିଯୋଗିତା: କଟକର ଚନ୍ଦନ, ଆଦିତ୍ୟ ଚମ୍ପିଆନ

ଆଠଗଡ: ଆଠଗଡ ବାହୁକୁସ୍ତି ଆସୋସିଏସନ ଆନୁକୂଲ୍ୟରେ ସ୍ଥାନୀୟ ବିଜୁ ପଟ୍ଟନାୟକ କଲ୍ୟାଣ...

Related Articles

Popular Categories