www.samajalive.in
Tuesday, December 9, 2025
16.1 C
Bhubaneswar

ପ୍ରକାଶ ପାଇଲା ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ

ଭୁବନେଶ୍ବର : ମାଟ୍ରିକ୍‌ ସପ୍ଲିମେଣ୍ଟାରୀ ପରୀକ୍ଷା ଫଳ ପ୍ରକାଶ ପାଇଛି। ଏଥିରେ ମୋଟ ୪୩୩ ଜଣ କୃତକାର୍ଯ୍ୟ ହୋଇଥିବା ଜଣାପଡ଼ିଛି। ପରୀକ୍ଷା ଦେଇଥିବା ୧୩୧୦ ଜଣଙ୍କ ମଧ୍ୟରୁ ୪୩୩ ଜଣ କୃତକାର୍ଯ୍ୟ ହୋଇଥିବାବେଳେ ରାଜ୍ୟ ମୁକ୍ତ ବିଦ୍ୟାଳୟ ପରୀକ୍ଷାରେ ୬୭୭୮ଜଣ କୃତକାର୍ଯ୍ୟ ହୋଇଥିବା ସୂଚନା ମିଳିଛି। ପ୍ରକାଶ ଯେ, ଜୁଲାଇ ୩ରୁ ଆରମ୍ଭ ହୋଇଥିଲା ମାଟ୍ରିକ ସପ୍ଲିମେଣ୍ଟାରୀ ପରୀକ୍ଷା। ସାରା ରାଜ୍ୟରେ ୮୦ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହୋଇଥିଲା । ଜୁଲାଇ ୩ରୁ ଆରମ୍ଭ ହୋଇ ଜୁଲାଇ ୮ ତାରିଖ ପର୍ଯ୍ୟନ୍ତ ପରୀକ୍ଷା ଚାଲିଥିଲା ।

Hot this week

ବୁଧବାର ଭାରତ-ଆମେରିକା ଆଲୋଚନା

ନୂଆଦିଲ୍ଲୀ : ବୁଧବାର ପରବର୍ତ୍ତୀ ପର୍ଯ୍ୟାୟ ଭାରତ-ଆମେରିକା ମୁକ୍ତ ବାଣିଜ୍ୟ ଚୁକ୍ତି...

ଦୁର୍ନୀତି ବ୍ୟାଧିର ଉପଚାର

ପୂର୍ବ ୟୁରୋପର ଦେଶ ଜର୍ଜିଆ, ଯାହା କି ପୂର୍ବରୁ ସୋଭିଏତ୍‌‌ ରୁଷ...

ଚିନ୍ତାକଳ୍ପ : ଗୃହୀ ସାଧକର ଆଭିମୁଖ୍ୟ

ମହର୍ଷି ଅଙ୍ଗିରାଙ୍କ ଆଶ୍ରମରେ ରହି ଶିଷ୍ୟମାନେ ଅଧ୍ୟୟନ କରୁଥାନ୍ତି। ତାଙ୍କ ମାର୍ଗଦର୍ଶନରେ...

ସମ୍ପାଦକୀୟ : ଜାତିସଂଘର ପାଣ୍ଠି ଚିନ୍ତା

ବିଶ୍ବବ୍ୟାପୀ ମାନବିକ ସହାୟତା ପ୍ରଭାବିତ ମିଳିତ ଜାତିସଂଘ ୨୦୨୬ ବର୍ଷ ପାଇଁ ୨୩...

ସମ୍ପାଦକୀୟ : ଗୋଆ ଅଗ୍ନିକାଣ୍ଡ

କେବେ ଆମେ ସଚେତନ ହେବା ? ଗୋଆର ଏକ ନାଇଟ୍ କ୍ଲବରେ ଯେଉଁ...

Related Articles

Popular Categories