www.samajalive.in
Saturday, December 6, 2025
26.1 C
Bhubaneswar

ମା’ କାଳୀଙ୍କ ମନ୍ଦିରରୁ ଲୁଟିନେଲେ ସୁନା ଅଳଙ୍କାର

ଭୁବନେଶ୍ବର : ନକଲି ଚାବି ତିଆରି କରି ମା’ କାଳୀଙ୍କ ମନ୍ଦିରରୁ ମୂଲ୍ୟବାନ ଅଳଙ୍କାର ଓ ଟଙ୍କା ପଇସା ଲୁଟି ନେଇଛନ୍ତି ଦୁର୍ବୃତ୍ତ। ସୂଚନା ଅନୁସାରେ, ଭୁବନେଶ୍ୱରର ଏଜି ଛକ ପାଖରେ ଥିବା କାଳୀମନ୍ଦିରରେ ଚୋରମାନେ ପଶି ନକଲି ଚାବି ଦ୍ୱାରା ଆଲମାରି ଖୋଲି ମାଆଙ୍କ ଗହଣା ଓ ନଗଦ ୫ହଜାର ଟଙ୍କା ଚୋରି କରି ନେଇଥିବା ମନ୍ଦିରର ପୂଜକ ଅଭିଯୋଗ ହୋଇଛି। ଦୁର୍ବୃତ୍ତ ଚାବି ଭାଙ୍ଗି ମା’ଙ୍କ ସୁନା ହାର, ମୁକଟ ଏବଂ ୫୦୦୦ ଟଙ୍କା ମଧ୍ୟ ନେଇଯାଇଥିବା ଜଣାପଡ଼ିଛି। ଘଟଣାସ୍ଥଳରେ ପୁଲିସ ପହଞ୍ଚି ତନାଘନା ଆରମ୍ଭ କରିଛି ।

Hot this week

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

ବିଗ୍ ବସ୍ ୧୯ ଗ୍ରାଣ୍ଡ ଫିନାଲେ; କିଏ ହେବେ ବିଜେତା ?

ନୂଆଦିଲ୍ଲୀ: ସଲମାନ ଖାନଙ୍କ ରିଆଲିଟି ଶୋ, ବିଗ୍ ବସ୍ ୧୯ର ଗ୍ରାଣ୍ଡ...

Related Articles

Popular Categories