www.samajalive.in
Saturday, December 13, 2025
27.1 C
Bhubaneswar

୧୭ଟି ଜିଲାରେ ବର୍ଷା ସମ୍ଭାବନା

ଭୁବନେଶ୍ୱର: ୨୬ ତାରିଖରେ ଉତ୍ତର ଉପକୂଳ ଏବଂ ଦକ୍ଷିଣ ଓଡିଶାର ୧୭ଟି ଜିଲାରେ ଘଡଘଡି ଓ ବିଜୁଳି ସହିତ ବର୍ଷା ହେବ । ୨୭ ତାରିଖରୁ ରାଜ୍ୟରେ ବର୍ଷାର ପରିମାଣ କମିବ ବୋଲି ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ କେନ୍ଦ୍ର । ଆଜି ବାଲେଶ୍ବର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡା, କଟକ, ଜଗତସିଂହପୁର, ପୁରୀ, ଖୋର୍ଦ୍ଧା, ନୟାଗଡ, ଗଞ୍ଜାମ, ଗଜପତି, ସୁନ୍ଦରଗଡ, କେନ୍ଦୁଝର, ମୟୂରଭଞ୍ଜ, ଢେଙ୍କାନାଳ, କନ୍ଧମାଳ, କଳାହାଣ୍ଡି ଜିଲାରେ ପ୍ରବଳ ବର୍ଷା ହେବ ବୋଲି ଆକଳନ କରାଯାଇଛି।

Hot this week

ବୋରଓ୍ବେଲରେ ବିଷ ମିଶାଇଲେ ଦୁର୍ବୁତ୍ତ !

ମାଲକାନଗିରି:ମାଲକାନଗିରି ଜିଲ୍ଲା ମାଥିଲି ବ୍ଲକ ଦଳପତିଗୁଡ଼ା ପଞ୍ଚାୟତ ସିନ୍ଧାବେଡ଼ା ଉଚ୍ଚ ପ୍ରାଥମିକ...

ଅପରାହ୍ନ ୩ଟା ମୁଖ୍ୟ ଖବର

() ପୁଲିସ୍‌ ଏସ୍‌ଆଇ ନିଯୁକ୍ତି ସ୍କାମ୍..ରାଜ୍ୟ ବାହାରୁ ଆଉ ଜଣେ ଦଲାଲ...

ସିମ୍ ବାଇଣ୍ଡିଂ କ’ଣ? ଯାହାକୁ ନେଇ ଚିନ୍ତାରେ…

ନୂଆଦିଲ୍ଲୀ : ଦୂରସଞ୍ଚାର ବିଭାଗ ହ୍ୱାଟ୍ସଆପ୍, ଟେଲିଗ୍ରାମ୍, ସିଗନାଲ୍ ଏବଂ ସ୍ନାପଚାଟ୍...

କ୍ଷମା ମାଗିଲେ ମମତା

ସମାଜ ଲାଇଭ ଡ଼େସ୍କ : ମେସିଙ୍କ ଗସ୍ତ ପରେ କଲକାତା ସଲ୍ଟ...

ଆଜି ଭୁବନେଶ୍ୱର ଆସୁଛନ୍ତି ଅକ୍ଷୟ କୁମାର

ଭୁବନେଶ୍ୱର :ବଲିଉଡର ଖିଲାଡୀ ଷ୍ଟାର ଅକ୍ଷୟ କୁମାର ଆଜି ଓଡ଼ିଶା ଆସୁଛନ୍ତି...

Related Articles

Popular Categories