www.samajalive.in
Tuesday, December 9, 2025
17.1 C
Bhubaneswar

ଦୁଇ କୋଟି ଲୁଟ ମାମଲା : ଅନ୍ୟ ୩ ଅଭିଯୁକ୍ତ ଗିରଫ

ଭୁବନେଶ୍ୱର : ରାଜଧାନୀରୁ ସିବିଆଇ ଅଧିକାରୀ କହି ୨ କୋଟି ଲୁଟ ମାମଲାରେ ଆଉ ୩ ଅଭିଯୁକ୍ତଙ୍କୁ ପୁଲିସ ଗିରଫ କରି ପଚରାଉଚୁରା ଜାରି ରଖିଛି। ଗତ ରବିବାର ନନ୍ଦନବିହାର ଘଟଣାର ପର୍ଦ୍ଦାଫାସ କରି ୧ କୋଟି ୨ ଲକ୍ଷ ଉଦ୍ଧାର କରିବା ସହ ୫ ଜଣଙ୍କୁ ଗିରଫ କରିଥିଲା ପୁଲିସ । ସୂଚନା ଅନୁସାରେ, ଅଗଷ୍ଟ ୨ ତାରିଖ ସନ୍ଧ୍ୟା ସାଢ଼େ ୭ଟାରେ ଘରେ ପଶି ମାଲିକ ନିବାରଣ ପାଣିଙ୍କୁ ସିବିଆଇ ଅଧିକାରୀ ପରିଚୟ ଦେଇ ଲୁଟିଥିଲେ। ଅଭିଯୁକ୍ତଙ୍କ ଟିଆଇ ପରେଡ଼ ଝାରପଡା ଜେଲରେ ହେବ ବୋଲି ସୂଚନା ମିଳିଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories