ଭୁବନେଶ୍ବର : ରାଜ୍ୟରେ ମୌସୁମୀ ପ୍ରବାହ ଦୁର୍ବଳ ରହିଛି ବୋଲି ପାଣିପାଗ ବିଭାଗ ପକ୍ଷରୁ ସୂଚନା ମିଳିଛି। ଗତ ୨୪ ଘଣ୍ଟାରେ ରାଜ୍ୟରେ ହାରାହାରି ବର୍ଷା ୦.୪ ମିମି ରେକର୍ଡ କରାଯାଇଛି। ଆଗାମୀ ୩ ଦିନ ପର୍ଯ୍ୟନ୍ତ ବିଶେଷ ବର୍ଷାର ସମ୍ଭାବନା ନାହିଁ ବୋଲି ବିଭାଗ ପକ୍ଷରୁ କୁହାଯାଇଛି।
Popular Categories

Hot this week
‘The Samaja’, the synonym of newspapers in Odisha – a mass circulated and widely read Odia daily has completed ‘Hundred Five‘ years of its glorious publication. Founded in 1919 by a great visionary, nationalist and freedom fighter, Utkalamani Pandit Gopabandhu Das.. Read More
Get important news delivered directly to your inbox and stay connected!