www.samajalive.in
Monday, December 15, 2025
15.1 C
Bhubaneswar

ସ୍ବପ୍ନ ପୂରଣ ହେଲା : ଭୁବନେଶ୍ବରରୁ କଳାହାଣ୍ଡିକୁ ବିମାନ ସେବା ଆରମ୍ଭ

ଭୁବନେଶ୍ବର : ଭୁବନେଶ୍ୱରରୁ ଉତ୍‌କେଳା ଏୟାରପୋର୍ଟକୁ ଆଜି ଆରମ୍ଭ ହୋଇଛି ବିମାନ ସେବା। ସକାଳ ୯ଟା ୭ରେ ଦିଲ୍ଲୀରୁ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ ଜ୍ୟୋତିରାଦିତ୍ୟ ସିନ୍ଧିଆ ଆଭାସୀ ମାଧ୍ୟମରେ ଏହାର ଉଦ୍‌ଘାଟନ କରିବା ପରେ ଭୁବନେଶ୍ୱର ବିମାନ ବନ୍ଦରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭାରମ୍ଭ କରିଛନ୍ତି। ସପ୍ତାହକୁ ଦୁଇ ଦିନ ମିଳିବ ବିମାନ ସେବା ମିଳିବ ବୋଲି ଜଣାପଡ଼ିଛି। ଏହା ଦ୍ବାରା କଳାହାଣ୍ଡିବାସୀଙ୍କ ଦୀର୍ଘ ଦିନର ସ୍ୱପ୍ନ ସାକାର ହୋଇଛି।

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories