bjd gruha runa

୨୨ରୁ ବିଧାନସଭାର ମୌସୁମୀ ଅଧିବେଶନ

BJD Bijuli 480×75 Mob

ଭୁବନେଶ୍ବର : ସେପ୍ଟେମ୍ବର ୨୨ ତାରିଖରୁ ବିଧାନସଭା ମୌସୁମୀ ଅଧିବେଶନ ଆରମ୍ଭ ହେବ ବୋଲି ସୂଚନା ମିଳିଛି। ୨୨ରୁ ବିଧାନସଭା ଆରମ୍ଭ ହୋଇ ଅକ୍ଟୋବର ୪ ତାରିଖ ପର୍ଯ୍ୟନ୍ତ ଅଧିବେଶନ ଚାଲିବ। ଏହାସହ ୩ ତାରିଖରେ ଅତିରିକ୍ତ ବଜେଟ ଆଗତ ହେବାର କାର୍ଯ୍ୟକ୍ରମ ରହିଛି।

Comments are closed.