www.samajalive.in
Saturday, December 6, 2025
19.1 C
Bhubaneswar

ରାଜ୍ୟରେ କରନି ବିଦ୍ୟୁତ୍‌ କାଟ: ମୁଖ୍ୟ ଶାସନ ସଚିବ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ୍‌ କାଟ୍‌ ନକରିବାକୁ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ମୁଖ୍ୟ ଶାସନ ସଚିବ ନିର୍ଦ୍ଦେଶ ଦେଇଛନ୍ତି । ସହରାଞ୍ଚଳ ସହ ଗ୍ରାମାଞ୍ଚଳରେ ଯେପରି ବିଦ୍ୟୁତ୍‌ ଯୋଗାଣ ନିବଚ୍ଛିନ୍ନ ରହିବ ସେନେଇ ଧ୍ୟାନ ଦେବାକୁ କହିଛନ୍ତି ମୁଖ୍ୟ ଶାସନ ସଚିବ । ଏଥି ସହିତ ରାଜ୍ୟରେ ଅସହ୍ୟ ଖରା ଓ ପିଲାଙ୍କ ପରୀକ୍ଷାକୁ ଦୃଷ୍ଟିରେ ରଖି ଏପରି ନିଷ୍ପତ୍ତି ନିଆଯାଇଛି । ଗ୍ରୀଷ୍ମପ୍ରବାହ ମୁକାବିଲା ନେଇ ସରକାର ସଜାଗ ରହିଛନ୍ତି । ଏନେଇ ଏକ ଉଚ୍ଚସ୍ତରୀୟ ବୈଠକ ହେବା ପରେ ମୁଖ୍ୟ ଶାସନ ସଚିବ ସମସ୍ତ ବିଦ୍ୟୁତ୍‌ ଯୋଗାଣ କମ୍ପାନୀ ଗୁଡ଼ିକୁ ନିର୍ଦ୍ଦେଶ ଦେଇଥିବା ଜଣାପଡ଼ିଛି ।

ଅନ୍ୟପଟେ ରାଜ୍ୟରେ ଦିନକୁ ଦିନ ଅସହ୍ୟ ତାତି ହେଉଛି । ପ୍ରତ୍ୟେକ ଦିନ ରାଜ୍ୟର ବିଭିନ୍ନ ସ୍ଥାନରେ ୪୦ ଡିଗ୍ରୀ ଉପରେ ତାପମାତ୍ରା ରହୁଛି । ରାଜଧାନୀ ଭୁବନେଶ୍ୱରରେ ଗତକାଲି ୪୩ ଡିଗ୍ରୀ ଉପରେ ତାପମାତ୍ରା ରହିଥିବା ବେଳେ ଆଗାମୀ ୨୭ ତାରିଖ ଯାଏ ଏପରି ପ୍ରବଳ ଖରା ହେବା ନେଇ ସୂଚନା ଦେଇଛି ପାଣିପାଗ ବିଭାଗ ।

Hot this week

ଜନ୍ମଦିନ ପାଳନ ପାଇଁ ମୋବାଇଲ ଲୁଟ୍‌

ଫୁଲବାଣୀ: ଏକ ମୋବାଇଲ ଲୁଟ କରି ଆକ୍ରମଣ କରିବା ଘଟଣାରେ ଫୁଲବାଣୀ...

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

Related Articles

Popular Categories