www.samajalive.in
Saturday, December 6, 2025
26.1 C
Bhubaneswar

ଚନ୍ଦ୍ରଯାନ -୨ ମିଶନରେ ୯୮% ସଫଳତା ମିଳିଛି : କେ. ଶିବନ

ଭୁବନେଶ୍ୱର : ଭୁବନେଶ୍ୱରରେ ଇସ୍ରୋ ଅଧ୍ୟକ୍ଷ କେ. ଶିବନ ପହଞ୍ଚିଛନ୍ତି। ଶନିବାର ସେ ଭୁବନେଶ୍ୱର ଆଇଆଇଟି ଅଷ୍ଟମ ସମାବର୍ତ୍ତନ ଉତ୍ସବରେ ଯୋଗ ଦେବାକୁ ଏଠାକୁ ଆସିଛନ୍ତି। ଉତ୍ସରେ ସେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇ ଛାତ୍ରଛାତ୍ରୀଙ୍କୁ ଉଦବୋଧନ ଦେବେ। ଚନ୍ଦ୍ରଯାନ ୨ ମିଶନ ପରେ ତାଙ୍କର ଏହା ପ୍ରଥମ ଭୁବନେଶ୍ୱର ଗସ୍ତ। ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିବା ପରେ ତାଙ୍କୁ ସମ୍ବର୍ଦ୍ଧିତ କରାଯାଇଥିଲା। ଏହି ଅବସରରେ ସେ କହିଛନ୍ତି , ଚନ୍ଦ୍ରଯାନ -୨ ମିଶନରେ ୯୮% ସଫଳତା ମିଳିଛି, ଇସ୍ରୋ ବୈଜ୍ଞାନିକଙ୍କ କାର୍ଯ୍ୟଧାରାକୁ ସେ ପ୍ରଶଂସା କରିଛନ୍ତି। ଲ୍ୟାଣ୍ଡର ବିକ୍ରମର କେଉଁଠି ତ୍ରୁଟି ରହିଲା ତାହାର ଅନୁସନ୍ଧାନ ଚାଲିଛି। ବିକ୍ରମ ସଂପର୍କରେ ତଥ୍ୟ ହସ୍ତଗତ ପରେ ପରବର୍ତ୍ତୀ ପଦକ୍ଷେପ ନେବୁ। ଆସନ୍ତା ବର୍ଷ ଗଗନାୟନ ସମ୍ପର୍କରେ ଚୂଡ଼ାନ୍ତ ନିଷ୍ପତ୍ତି ନିଆଯିବ।

Hot this week

ନିୟମିତ କରନ୍ତୁ ଏହି ଯୋଗାସନ, ଦୂର ହେବ ମଧୁମେହ…

ନୂଆଦିଲ୍ଲୀ: ସୁସ୍ଥ ଏବଂ ନିରୋଗ ରହିବାକୁ ଲୋକେ ବିଭିନ୍ନ ଉପାୟ ଅବଲମ୍ବନ...

ଇଣ୍ଡିଗୋ ଅଚଳାବସ୍ଥା ଘଟଣାରେ ଦାୟୀବ୍ୟକ୍ତି କ୍ଷତି ଭରିବାକୁ ମନ୍ତ୍ରୀଙ୍କ ନିଷ୍ପତ୍ତି

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ଅଚଳାବସ୍ଥା ଘଟଣାରେ ବଡ...

ରସୁଣ ଏବଂ ମୂଳା ଚଟଣି: ଶୀତରେ ପାଟିକୁ ସୁଆଦିଆ

ସମାଜ ଡିଜିଟାଲ ଡେସ୍କ: ଶୀତ ଋତୁରେ ମୂଳା ବହୁଳ ଭାବରେ ବଜାରରେ...

୧୦ପିସ୍ତଲ ଓ ଗୋଟିଏ କାର୍ବାଇନ ସହ ବନ୍ଧୁକ ମାଫିଆ ଜବତ

ସମାଜ ଲାଇଭ ଡ଼େସ୍କ : ଭୁବନେଶ୍ୱରରେ ଏକ ବଡ ଧରଣର ଆନ୍ତଃରାଜ୍ୟ...

ଅନ୍ତିମ ଦିନିକିଆ: ଟସ୍‌ ଜିତି ବୋଲିଂ କରୁଛି ଭାରତ

ବିଶାଖାପାଟଣା: ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଅନ୍ତିମ ଦିନିକିଆ...

Related Articles

Popular Categories