www.samajalive.in
Wednesday, December 10, 2025
26.1 C
Bhubaneswar

ରସୁଲଗଡ଼ ଛକରେ ସିରିଜ ଦୁର୍ଘଟଣା; ଜଣେ ଗୁରୁତର

ଭୁବନେଶ୍ୱର: ରସୁଲଗଡ଼ ଛକରେ ସିରିଜ ଦୁର୍ଘଟଣା ଘଟିଛି । ରସୁଲଗଡ଼ର ରେଲୱେ ଓଭର ବ୍ରିଜ ଉପରେ ଏକାବେଳେ ତିନୋଟି କାର ମଧ୍ୟରେ ଦୁର୍ଘଟଣା ହୋଇଥିବା ବେଳେ କ୍ରେଟା, ସ୍ବିଫ୍ଟ ଓ  ହୁଣ୍ଡାଇ କାର ଏହି ଦୁର୍ଘଟଣାର ସମ୍ମୁଖୀନ ହୋଇଛନ୍ତି । ଦୁର୍ଘଟଣା ଏତେ ଭୟଙ୍କର ଥିଲା ଯେ ଗୋଟିଏ କାର୍‌ ସମ୍ପୂର୍ଣ୍ଣ ଓଲଟି ପଡ଼ିଥିବା ଦେଖିବାକୁ ମିଳିଛି । ମିଳିଥିବା ସୂଚନା ଅନୁସାରେ ଏହି ଦୁର୍ଘଟଣା ଗତକାଲି ବିଳମ୍ୱିତ ରାତିରେ ଘଟିଛି । ଗୋଟିଏ ଟ୍ରକ ଏହି ତିନୋଟି କାରକୁ ଧକ୍କା ଦେଇ ଫେରାର ହୋଇଯାଇଛି । ଦୁର୍ଘଟଣାରେ ଜଣେ କାର ଚାଳକ ଗୁରୁତର ହୋଇଛନ୍ତି । ତାଙ୍କୁ ପିସିଆର ଯୋଗେ କ୍ୟାପିଟାଲ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଘଟଣାସ୍ଥଳରେ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Hot this week

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

ଗୁଜୁରାଟରେ ଭୟାବହ ଅଗ୍ନିକାଣ୍ଡ

ସମାଜ ଲାଇଭ ଡ଼େସ୍କ : ଗୁଜୁରାଟ ସ୍ଥିତ ସୁରଟର ଟେକ୍ସଟାଇଲ ବଜାରରେ...

Related Articles

Popular Categories