www.samajalive.in
Wednesday, December 10, 2025
14.1 C
Bhubaneswar

୧୬ ଜିଲାରୁ ୧୮୫ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର: ୧୬ ଜିଲାରୁ ୧୮୫ ଜଣ ଡେଙ୍ଗୁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସୂଚନା ଅନୁସାରେ, ଖୋର୍ଦ୍ଧା ଜିଲାରେ ୯୬, ଯାଜପୁରରେ ୧୨, ବାଲେଶ୍ୱରରେ ୧୦ ଏବଂ ଅନ୍ୟାନ୍ୟ ଜିଲାରୁ ଜଣେ ଲେଖାଏଁ ମିଶାଇ ସମୁଦାୟ ୧୮୫ ଜଣ ଡେଙ୍ଗୁ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି । ଏଡିସ ମଶା ଯୋଗୁ ଡେଙ୍ଗୁ ବ୍ୟାପୁଥିବାବେଳେ ସାଧାରଣତଃ ସକାଳ ଓ ସଂଧ୍ୟାରେ ଏହି ମଶା କାମୁଡ଼ନ୍ତି। ଏଡିସ ମଶା ସ୍ୱଚ୍ଛ ଓ ନିର୍ମଳ ପାଣିରେ ବଂଶ ବିସ୍ତାର କରୁଥିବାରୁ ପାଣି ଥିବା ସ୍ଥାନ, କୁଲର, ଟିଣ, କୁଡୁଆ ଆଦିରୁ ପାଣି ସଫା କରିବାକୁ ପରାମର୍ଶ ଦିଆଯାଛି।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories