www.samajalive.in
Saturday, December 6, 2025
16.1 C
Bhubaneswar

ରାଜଧାନୀରେ ୨୮୩୩ ଜଣ କୋଭିଡ଼ ଗାଇଡ଼ଲାଇନ ଉଲ୍ଲଙ୍ଘନକାରୀଙ୍କ ଠାରୁ ଜୋରିମାନା ଆଦାୟ

ଭୁବନେଶ୍ୱର : କୋଭିଡ଼ ଗାଇଡ଼ଲାଇନ ଉଲ୍ଲଙ୍ଘନକାରୀଙ୍କ ବିରୋଧରେ କମିଶନରେଟ ପୁଲିସ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରୁଛି। ଟ୍ୱିନ ସିଟିରେ କୋଭିଡ଼ ପରିଚାଳନାରେ କିଛି ଦିନ ପୂର୍ବେ ମୁଖ୍ୟମନ୍ତ୍ରୀଙ୍କ ଅସନ୍ତୋଷ ପରେ ନିୟମକୁ ଅଧିକ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି।
ଦୋକାନରେ କୋଭିଡ଼ ନିୟମ ପାଳନ ନକରୁଥିବା ,  ସାମାଜିକ ଦୂରତ୍ୱକୁ ପାଳନ କରୁ ନଥିବା ଗ୍ରାହକ ଓ ଦୋକାନୀଙ୍କୁ ତାଗିଦ କରିବା ସହ ଫାଇନ ଆଦାୟ କରାଯାଉଛି। ରାଜଧାନୀରେ କୋଭିଡ଼ ନିୟମ ଉଲ୍ଲଙ୍ଘନ ଅଭିଯୋଗରେ ଗତ ୨୪ ଘଣ୍ଟାରେ ୨୮୩୩ ଜଣଙ୍କ ଠାରୁ ଜୋରିମାନା ଆଦାୟ କରାଯାଇଛି। ଏହାସହ ରାଜଧାନୀର ୪୧ଟି ଦୋକାନକୁ ପୁଲିସ ସିଲ୍‍ କରିଛି ବୋଲି ଜଣାପଡ଼ିଛି।

Hot this week

ଟିଏମ୍‌ସି ସାଂସଦଙ୍କୁ ସମ୍ବିତ ପାତ୍ରଙ୍କ କଡ଼ା ଜବାବ

‘ଓଡ଼ିଶାରେ ବାଂଲାଦେଶୀଙ୍କ ସ୍ଥାନ ନାହିଁ ’ ନୂଆଦିଲ୍ଲୀ : ଲୋକସଭା ଶୂନ୍ୟକାଳରେ ବାଂଲାଦେଶୀ...

ଇତ​ରେ ଦେଲେ ଉପଦେଶ…

ନର୍ମଦା ନଦୀର ତୀର ଦେଶରେ ଏକ ବିଶାଳ ବଟବୃକ୍ଷ କାହିଁ କେଉଁ...

ସମ୍ପାଦକୀୟ: ଇଣ୍ଡିଗୋ ସଂକଟ

ଭାରତୀୟ ବିମାନ ସେବା ଇତିହାସରେ ନିକଟ ଅତୀତରେ ଘଟିଥିବା ସବୁଠାରୁ ବଡ଼...

ଗୋପବନ୍ଧୁ ଐତିହ୍ୟର ବାହକ

ଉତ୍କଳ ଗୌରବ ମଧୁସୂଦନ ଦାସଙ୍କୁ ଶେଷ ଜୀବନରେ ମହାନ ବର୍ଷୀୟାନ ପୁରୁଷ...

ଆତଙ୍କବାଦ ବିରୋଧରେ ସାଲିସ ବିହୀନ ଲଢ଼େଇ: ବିଶ୍ବ ସମୁଦାୟକୁ ଭାରତ-ରୁଷ୍‌ର ମିଳିତ ଆହ୍ବାନ

ନୂଆଦିଲ୍ଲୀ: ଆତଙ୍କବାଦ ବିରୋଧରେ ସାଲିସ୍ ବିହୀନ ଲଢେଇ ପାଇଁ ବିଶ୍ବ ସମୁଦାୟକୁ...

Related Articles

Popular Categories