www.samajalive.in
Saturday, December 6, 2025
16.1 C
Bhubaneswar

ଭୁବନେଶ୍ୱର – ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଫେରିଲା ବିମାନ

ଭୁବନେଶ୍ୱର – ଯାନ୍ତ୍ରିକ ତ୍ରୁଟି ଯୋଗୁଁ ମଝି ଆକାଶରୁ ଏକ ବିମାନ ଫେରି ଆସିଛି । ଭୁବନେଶ୍ୱରରୁ ନୂଆଦିଲ୍ଲୀ ଯାଉଥିବା ଇଣ୍ଡିଗୋ ବିମାନ  ଭୁବନେଶ୍ୱର ବିମାନ ବନ୍ଦରରେ ଜରୁରୀ ଅବତରଣ କରିଛି । ମଝି ଆକାଶରେ  ଯାନ୍ତ୍ରିକ ତ୍ରୁଟି ଦେଖାଯାଇଥିବା ଇଣ୍ଡିଗୋର ୬ଇ୨୦୬୫ ବିମାନକୁ ତୁରନ୍ତ ବିମାନ ବନ୍ଦରରେ ଅବତରଣ କରିବା ପାଇଁ କୁହାଯାଇଥିଲା ।

ବିମାନଟି ଅବତରଣ କରିବା ପରେ ଯାତ୍ରୀମାନଙ୍କୁ ଓହ୍ଲାଇବା ପାଇଁ କୁହାଯାଇଛି । ଡିଜିସିଏର ଅନୁମତି ପରେ ଏହି ବିମାନ ଛାଡିବ । ଏହାର ବୈଷୟିକ ଯାଞ୍ଚ କରାଯିବ । ଯାତ୍ରୀମାନଙ୍କ ଅନ୍ୟ ବିମାନରେ ନୂଆଦିଲ୍ଲୀ ଯିବା ପାଇଁ ବ୍ୟବସ୍ଥା କରାଯାଉଛି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories