www.samajalive.in
Sunday, December 7, 2025
14.1 C
Bhubaneswar

ରାଜଧାନୀରେ ଫିଲ୍ମ ଷ୍ଟାଇଲରେ ୩୦୦ କେଜି ଗଞ୍ଜେଇ ଜବତ

ଭୁବନେଶ୍ୱର: ରାଜଧାନୀରେ ୩୦୦କେଜିରୁ ଅଧିକ ଗଞ୍ଜେଇ ଜବତ କରିଛି ସ୍ପେଶାଲ କ୍ରାଇମ ୟୁନିଟ୍‍। ଏକ ନାଲି ରଙ୍ଗର କାରରେ ଗଞ୍ଜେଇ ଭର୍ତ୍ତି ହୋଇ ଯାଉଥିବା ବିଶେଷ ସୂତ୍ରରୁ ପୁଲିସ ଖବର ପାଇଥିଲା। ଭୁବନେଶ୍ୱର ପିତାପଲ୍ଲୀରୁ ପାହାଳ ଯାଏଁ ମୁଖ୍ୟ ରାସ୍ତାରେ ଫିଲ୍ମ ଷ୍ଟାଇଲରେ ଗୋଡାଇ ଗୋଡାଇ ଧରିଥିଲା ସ୍ପେଶାଲ କ୍ରାଇମ ୟୁନିଟ୍‍। କାର ଭିତରୁ ୩୦୦ କେଜି ଗଞ୍ଜେଇ ଜବତ ହୋଇଥିବା ନେଇ ସାମ୍ବାଦିକ ସମ୍ମିଳନୀରେ ପୁଲିସ କମିଶନର ଓ ଭୁବନେଶ୍ୱର ଡିସିପି ସୂଚନା ଦେଇଛନ୍ତି । ଏହାସହ ୩ ଅଭିଯୁକ୍ତଙ୍କୁ ଗିରଫ କରିଛି ସ୍ପେଶାଲ କ୍ରାଇଢ଼ ୟୁନିଟ୍‍।

Hot this week

ଅଲାସ୍କା-କାନାଡାର ସୀମାବର୍ତ୍ତୀ ଅଞ୍ଚଳରେ ଭୂକମ୍ପ ଝଟ୍‌କା

ନୂଆଦିଲ୍ଲୀ: ଅଲାସ୍କା ଏବଂ କାନାଡିୟ ଅଞ୍ଚଳ ୟୁକୋନ ସୀମା ନିକଟବର୍ତ୍ତୀ ଅଞ୍ଚଳରେ...

ଘରର ଏହି ଦିଗରେ ରଖନ୍ତୁ ଏହି ଖାସ୍‌ ଜିନିଷ : ଜୀବନରେ ଆସିବ ଉନ୍ନତି , ହେବ ଧନ ବର୍ଷା

ନୂଆଦିଲ୍ଲୀ : ବାସ୍ତୁ ଶାସ୍ତ୍ର ଅନୁଯାୟୀ ଘରେ କିଛି ଖାସ୍ ବସ୍ତୁ...

ଅହୋରାତ୍ର ଧାରଣାରେ ପ୍ରାଥମିକ ଶିକ୍ଷକ ମହାସଂଘ

ଭୁବନେଶ୍ୱର,୬ା୧୨(ନି.ପ୍ର): ଗାନ୍ଧୀମାର୍ଗରେ ପ୍ରାଥମିକ ଶିକ୍ଷକ ମହାସଂଘର ଅହୋରାତ୍ର ଆନ୍ଦୋଳନ ଜାରି ରହିଛି।...

ବାଚସ୍ପତିଙ୍କ ରୁଲିଂ ଦାବି କଲେ ପ୍ରମିଳା

ଭୁବନେଶ୍ୱର : ରାଜ୍ୟରେ ମାନବ ଚାଲାଣ ଓ ଶିଶୁ ନିର୍ଯାତନା ଚିନ୍ତାଜନକ...

ଏଏନ୍‌ଏମ ପ୍ରଶ୍ନପତ୍ର ପ୍ରଘଟ ପ୍ରସଙ୍ଗରେ ବିଜେଡିର ସମାଲୋଚନା

ଭୁବନେଶ୍ବର : ଏଏନଏମ ପ୍ରଶ୍ନପତ୍ର ପ୍ରଘଟ ଓ ଶେଷ ମୁହୂର୍ତ୍ତରେ ଏହି...

Related Articles

Popular Categories