www.samajalive.in
Friday, December 5, 2025
26.1 C
Bhubaneswar

ରାଜଧାନୀରେ ଚାଞ୍ଚଲ୍ୟ: ସ୍କୁଲ ପରିସରରୁ ନବଜାତ ଶିଶୁର ମୃତଦେହ ଉଦ୍ଧାର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ଚାଞ୍ଚଲ୍ୟ । ଭିଏସ୍‌ଏସ୍‌ ନଗରରେ ଥିବା ଏକ ପୁରାତନ ଇଂରାଜୀ ମିଡିୟମ ସ୍କୁଲ ପରିସର ନିକଟରୁ ନବଜାତ ଶିଶୁର ମୃତ ଦେହ ଉଦ୍ଧାର କରାଯାଇଛି । ଗୁରୁବାର ସକାଳୁ ସ୍କୁଲ ପରିସରରେ ସଫେଇ କର୍ମଚାରୀମାନେ ଅଳିଆ ଆବର୍ଜନା ସଫା କରିବା ବେଳେ ସେଠାରେ ଥିବା ଏକ ଡଷ୍ଟବିନରେ ନବଜାତକର ମୃତ ଦେହ ଦେଖିଥିଲେ । ଏହାପରେ ସେମାନେ ପୁଲିସକୁ ଖବର ଦେଇଥିଲେ । ଘଟଣା ସ୍ଥଳରେ ସହିଦନଗର ଥାନା ପୁଲିସ ପହଞ୍ଚି ମୃତଦେହ ଜବତ କରିଥିଲା ।
ପ୍ରଥମେ ଘଟଣାକୁ ଚପାଇ ଦେବାକୁ ଉଦ୍ୟମ କରାଯାଉଥିବା ବେଳେ ସଫେଇ କର୍ମଚାରୀ ଓ ସ୍ଥାନୀୟ ଲୋକମାନେ ହଙ୍ଗାମା କରିବାରୁ ପୁଲିସ ତଦନ୍ତ ଆରମ୍ଭ କରିଛି ।

Hot this week

ବାରବାଟୀରେ ଟିକେଟ ବ୍ଲାକ !

କଟକ :ବାରବାଟୀ ମ୍ୟାଚ ଲାଗି ଅଫଲାଇନ ଟିକେଟ ବିକ୍ରି । ସୋସିଆଲ...

ଭାରତ-ରୁଷ ଶିଖର ସମ୍ମିଳନୀ: ମିଳିତ ବିବୃତିରେ କ’ଣ କହିଲେ ମୋଦୀ-ପୁଟିନ ?

ସମାଜଲାଇଭ ଡେସ୍କ: ଭାରତ ଏବଂ ରୁଷ ମଧ୍ୟରେ ୨୩ତମ ଶିଖର ସମ୍ମିଳନୀ...

ମିଳିତ ଭାବେ ୟୁରିଆ ଉତ୍ପାଦନ କରିବେ ଭାରତ-ରୁଷ

ସମାଜଲାଇଭ ଡେସ୍କ: ଆଉ ରହିବନି ୟୁରିଆ ସାରର ଅଭାବ। ଏଣିକି ଭାରତ...

୭ ବୁଝାମଣା ଉପରେ ମୋଦୀ-ପୁଟିନଙ୍କ ସହମତି, ରୁଷ ନାଗରିକଙ୍କୁ ମାଗଣା ପର୍ଯ୍ୟଟକ ଭିଜା

ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଏବଂ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ମଧ୍ୟରେ...

ଇଣ୍ଡିଗୋ ବିମାନ ସେବା ସମସ୍ୟା : ବଡ଼ ପଦକ୍ଷେପ ନେଲା ଡିଜିସିଏ

ସମାଜ ଲାଇଭ ଡ଼େସ୍କ : ଦେଶରେ ଇଣ୍ଡିଗୋ ବିମାନ ଚଳାଚଳରେ ଦେଖା...

Related Articles

Popular Categories