www.samajalive.in
Thursday, December 11, 2025
16.1 C
Bhubaneswar

ବନ୍ଧୁକ ବେପାର ବେଳେ ଦୁଇ ବେପାରୀଙ୍କୁ ମାଡି ବସିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର – ନୂଆବର୍ଷ ପୂର୍ବରୁ ଦୁଇ ବନ୍ଧୁକ ବେପାରୀଙ୍କୁ ଗିରଫ କରିଛି ସ୍ପେଶାଲ ଟାସ୍କଫୋର୍ସ। ଭୁବନେଶ୍ଵର ବାଙ୍କୁଆଳ ବାଲିଯାତ୍ରା ପଡିଆରେ ବନ୍ଧୁକ ଡିଲ କରୁଥିବା ସମୟରେ ମାଡି ବସିଲା ସ୍ପେଶାଲ ଟାସ୍କଫୋର୍ସ ।

ଘଟଣାସ୍ଥଳରୁ ବେପାରୀଙ୍କ ପାଖରୁ ୫ଟି ଦେଶୀ ବନ୍ଧୁକ , ଗୋଟିଏ ପିସ୍ତଲ ଓ ସାତ ରାଉଣ୍ତ ଗୁଳି ଜବତ କରିଛି। ଦୁଇ ବେପାରୀ ହେଉଛନ୍ତି ମୁଙ୍ଗେରର ପିଣ୍ଟୁ କୁମାର ଓ ଅବିନାଶ କୁମାର । ସ୍ପେଶାଲ ଟାସ୍କଫୋର୍ସ ପକ୍ଷରୁ ଦୁଇ ଅଭିଯୁକ୍ତଙ୍କୁ ରିମାଣ୍ତରେ ଅଣାଯିବା ନେଇ ଏସଟିଏଫ ଏସପି ସୂଚନା ଦେଇଛନ୍ତି।

Hot this week

ଚଣ୍ଡୀଗଡ଼ ଟି ଟ୍ୱେଣ୍ଟି- ହାରିଲା ଟିମ୍‌ ଇଣ୍ଡିଆ

ଚଣ୍ଡୀଗଡ - ଏଠାରେ ଚାଲିଥିବା ଭାରତ ଦକ୍ଷିଣ ଆଫ୍ରିକା ଦ୍ୱିତୀୟ ଟି...

କଥା ହେଲେ ମୋଦୀ, ଟ୍ରମ୍ପ – ବାଣିଜ୍ୟ ଚୁକ୍ତି ଉପରେ ଆଲୋଚନା

ନୂଆଦିଲ୍ଲୀ - ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସହ ଭାରତର ପ୍ରଧାନମନ୍ତ୍ରୀ...

ମାଲ୍ୟବନ୍ତ ମହୋତ୍ସବ ସ୍ଥଗିତ

ମାଲକାନଗିରି - ମାଲକାନଗିରି ଜିଲାରେ ଡିସେମ୍ବର ୪ ତାରିଖରେ ଏକ ମୁଣ୍ଡବିହୀନ...

ଦରମା ଓ ଭତ୍ତା ବୃଦ୍ଧିକୁ ବିରୋଧ କଲେ : ବିଧାୟକ ଲକ୍ଷ୍ମଣ ମୁଣ୍ତା

ଭୁବନେଶ୍ୱର - ଗତ ମଙ୍ଗଳବାର ବିଧାନସଭା ଗୃହରେ ପାରିତ ହୋଇଥିବା ବିଧାୟକ...

Related Articles

Popular Categories