www.samajalive.in
Saturday, December 6, 2025
26.1 C
Bhubaneswar

ଭୁବନେଶ୍ଵର ସବୁଠୁ ଉତ୍ତପ୍ତ, ସାଢେ ୧୧ଟା ସୁଦ୍ଧା ୩୭ ଡିଗ୍ରୀ ଟପିଲା ତାପମାତ୍ରା

ଭୁବନେଶ୍ଵର: କିଛି ଦିନର ଆଶ୍ଵସ୍ତି ପରେ ପୁଣି ଫେରିଛି ତାତି। ରବିବାର ପୂର୍ବାହ୍ନ ସାଢ଼େ ୧୧ଟା ସୁଦ୍ଧା ରାଜ୍ୟର ୬ଟି ସହରର ତାପମାତ୍ରା ୩୫ ଡିଗ୍ରୀ ଉପରେ ରହିଛି। ଦିନ ୧୧ଟା ୩୦ ସୁଦ୍ଧା ୩୭.୪ ଡିଗ୍ରୀ ସେଲ୍‌ସିୟସ ତାପମାତ୍ରା ସହ ରାଜଧାନୀ ଭୁବନେଶ୍ୱର ରାଜ୍ୟର ସବୁଠୁ ଉତ୍ତପ୍ତ ସହର ପାଲଟିଛି। ସେହିପରି ଚାନ୍ଦବାଲିରେ ୩୭, ଝାରସୁଗୁଡ଼ାରେ ୩୬.୬, ବାଲେଶ୍ୱରରେ ୩୫.୮, ରାଉରକେଲାରେ ୩୫.୪ ଓ ପାରାଦୀପରେ ତାପମାତ୍ରା ୩୫.୧ ଡିଗ୍ରୀ ସେଲ୍‌ସିୟସ ରେକର୍ଡ କରାଯାଇଛି। ଅପରପକ୍ଷେ କେନ୍ଦୁଝର ଓ ସମ୍ବଲପୁରରେ ତାପମାତ୍ରା ୩୪.୬ ଡିଗ୍ରୀ ରହିଥିବାବେଳେ ଗୋପାଳପୁରରେ ୩୪.୪, ହୀରାକୁଦ ଓ ପୁରୀରେ ତାପମାତ୍ରା ୩୪.୩ ଡିଗ୍ରୀ ରହିଛି।

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories