www.samajalive.in
Sunday, December 14, 2025
23.1 C
Bhubaneswar

ପୁଲିସ ଏଏସଆଇଙ୍କୁ ୫ ବର୍ଷ ଜେଲ

ଭୁବନେଶ୍ବର: ଭିଜିଲାନ୍ସ ମାମଲାରେ ପୂର୍ବତନ ପୁଲିସ ଏଏସଆଇଙ୍କୁ ୫ ବର୍ଷ ଜେଲ ଦଣ୍ଡ। ଖୋର୍ଦ୍ଧା ଟାଉନ ଥାନାର ପୂର୍ବତନ ଏଏସଆଇ ଲକ୍ଷ୍ମୀଧର ପଣ୍ଡାଙ୍କୁ ୫ ବର୍ଷ ଜେଲ ଦଣ୍ଡାଦେଶ ହୋଇଛି। ୨ଟି ମାମଲାରେ ଯଥାକ୍ରମେ ୩ ବର୍ଷ ଓ ୨ ବର୍ଷ ଜେଲ ଦଣ୍ଡାଦେଶ କରାଯାଇଛି। ଭୁବନେଶ୍ବର ଭିଜିଲାନ୍ସ କୋର୍ଟ ପକ୍ଷରୁ ଜେଲ ସହ ୫ ହଜାର ଟଙ୍କା ଜୋରିମାନା କରାଯାଇଛି। ଉଭୟ ଜେଲ ଦଣ୍ଡାଦେଶ ଏକ ସମୟରେ ଲାଗୁ ନେଇ ଭୁବନେଶ୍ବର ଭିଜିଲାନ୍ସ କୋର୍ଟ ନିର୍ଦେଶ ଦେଇଛନ୍ତି।

Hot this week

ଛଅଟି ଦେଶରେ ନବକଳେବର ଚଳଚ୍ଚିତ୍ର ପ୍ରଦର୍ଶିତ, ଭାବବିହ୍ୱଳ ଦର୍ଶକ

ଭୁବନେଶ୍ୱର: ନବକଳେବର ୬ଟି ଦେଶ (ଯୁଏସଏ, କାନାଡା, ଦକ୍ଷିଣ ଆଫ୍ରିକା, ଇଣ୍ଡୋନେସିଆ,...

ଶୀତରେ ଗୋଇଠି ଫାଟୁଛି କି? ୨୦ଟଙ୍କାର ଜିନିଷରେ ସମ୍ପୂର୍ଣ୍ଣ ଭଲ ହୋଇଯିବ

ସମାଜ ଡିଜିଟାଲ ଡେସ୍କ: ଆୟୁର୍ବେଦରେ ପ୍ରତ୍ୟେକ ସମସ୍ୟାର ସମାଧାନ ଅଛି, ଯେଉଁଥିରେ...

ମୋକିମଙ୍କ ଚିଠି : ଭକ୍ତଙ୍କ ଉତ୍ତର

ସମାଜ ଲାଇଭ ଡ଼େସ୍କ : ସୋନିଆ ଗାନ୍ଧୀଙ୍କୁ କଂଗ୍ରେସ ନେତା ମହମ୍ମଦ...

ଆଜି ମୁମ୍ବଇରେ ଲିଓନେଲ୍‌ ମେସିଙ୍କ କାର୍ଯ୍ୟକ୍ରମ

ମୁମ୍ବଇ: କିମ୍ବଦନ୍ତୀ ଫୁଟବଲ ଖେଳାଳି ଲିଓନେଲ୍‌ ମେସିଙ୍କ ଭାରତ ଗସ୍ତର ଦ୍ୱିତୀୟ...

କଟକରେ ପହଞ୍ଚିଲେ ପ୍ରଧାନ ବିଚାରପତି

ସମାଜ ଲାଇଭ ଡ଼େସ୍କ : କଟକରେ ପହଞ୍ଚିଲେ ଭାରତର ସର୍ବୋଚ୍ଚ ନ୍ୟାୟଳୟ...

Related Articles

Popular Categories