www.samajalive.in
Sunday, December 7, 2025
23.1 C
Bhubaneswar

ଧୀରେଧୀରେ ବଢ଼ିବ ଦିନର ତାପମାତ୍ରା: ଉମାଶଙ୍କର

ଭୁବନେଶ୍ୱର: ରାଜ୍ୟରେ ଧୀରେ ଧୀରେ ଦିନର ତାପମାତ୍ରା ବଢ଼ିବା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ଆଗାମୀ ୨୪ ଘଣ୍ଟା ମଧ୍ୟରେ ଅବପାତ ଆହୁରି ଦୁର୍ବଳ ହେବା ​ନେଇ କୁହାଯାଇଛି । ଅବପାତ ଦୁର୍ବଳ ହେବାପରେ ସଦୃଶ୍ୟ ଲଘୁଚାପରେ ପରିଣତ ହେବ । ହେଲେ ଏହାର ପ୍ରଭାବ ଓଡ଼ିଶା ଉପରେ କିଛି ପଡ଼ିବ ନାହିଁ ବୋଲି କହିଛନ୍ତି ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ।  ତାହା ସହ ସେ ଆହୁରି ମଧ୍ୟ କହିଛନ୍ତି ଏହାର ପ୍ରଭାବରେ ଉପକୂଳ ସମେତ ଦକ୍ଷିଣ ଓଡ଼ିଶାରେ ହାଲୁକା ବର୍ଷା ହେବାର ସମ୍ଭାବନା ରହିଛି । ସମସ୍ତ ଦିଗକୁ ଦୃଷ୍ଟିରେ ରଖି ପାଣିପାଗ ବିଭାଗ ପକ୍ଷରୁ ସବୁ ବନ୍ଦର ଗୁଡ଼ିକ ଉପରୁ ବିପଦ ସଙ୍କେତ ହଟାଇ ଦିଆଯାଇଛି ବୋଲି ଭୁନେଶ୍ୱର ଆଞ୍ଚଳିକ ପାଣିପାଗ ବିଭାଗ ପାଣିପାଗ ବିଜ୍ଞାନୀ ଉମାଶଙ୍କର ଦାସ ପ୍ରତିକ୍ରିୟା ରଖିଛନ୍ତି ।

Hot this week

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

ବୁଡିଗଲେ ଦୁଇ ସାଙ୍ଗ: ଜଣେ ମୃତ

ଦିଗପହଣ୍ଡି : ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ଚୁଡଙ୍ଗଗଡ ମନ୍ଦିରବନ୍ଧରେ ଅଭାବନୀୟ ଘଟଣା...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

୩ୟ ଦିନରେ ଶିକ୍ଷକଙ୍କ ଆନ୍ଦୋଳନ ଜାରି

ଭୁବନେଶ୍ୱର : ଆଜି ତୃତୀୟ ଦିନରେ ବି ଭୁବନେଶ୍ଵର ​‌ଲୋୟର ପିଏମ୍‌ଜିରେ...

Related Articles

Popular Categories