www.samajalive.in
Saturday, December 13, 2025
23.1 C
Bhubaneswar

ଆଉ ୬ ମାସ ବଢ଼ିଲା ମୁଖ୍ୟ ଶାସନ ସଚିବଙ୍କ କାର୍ଯ୍ୟକାଳ

ଭୁବନେଶ୍ୱର: ମୁଖ୍ୟ ଶାସନ ସଚିବ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳକୁ ପୁଣି ଥରେ ବୃଦ୍ଧି କରାଯାଇଛି । ଆଉ ୬ ମାସ ପାଇଁ ତାଙ୍କର କାର୍ଯ୍ୟକାଳ ବୃଦ୍ଧି ପାଇଛି । ଫଳରେ ତାଙ୍କର କାର୍ଯ୍ୟକାଳ ୨୦୨୩ ଫେବ୍ରୁୟାରୀ ୨୮ ଯାଏ ରହିବ । ଏନେଇ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ଯାହାକୁ କେନ୍ଦ୍ର ଅନୁମୋଦନ କରିଛି । ପୂର୍ବରୁ ମଧ୍ୟ ସୁରେଶ ମହାପାତ୍ରଙ୍କ କାର୍ଯ୍ୟକାଳ ବୃଦ୍ଧି କରାଯାଇଥିଲା । ୬ ମାସ ପାଇଁ କେନ୍ଦ୍ର ସରକାର ତାଙ୍କ କାର୍ଯ୍ୟକାଳକୁ ବୃଦ୍ଧି କରିଥିଲେ । ବର୍ତ୍ତମାନ ଦ୍ୱିତୀୟ ଥର ଲାଗି ତାଙ୍କର କାର୍ଯ୍ୟକାଳକୁ ପୁଣି ଥରେ ୬ ମାସ ପାଇଁ ବୃଦ୍ଧି କରାଯାଇଛି ।

Hot this week

ବଦଳିପାରେ ମନରେଗା ଯୋଜନାର ନାମ

ସମାଜ ଲାଇଭ ଡ଼େସ୍କ : ଗ୍ରାମୀଣ ସ୍ତରରେ ଶ୍ରମିକ ମାନଙ୍କୁ ରୋଜଗାର...

ସଂସଦ ଆକ୍ରମଣକୁ ୨୪ବର୍ଷ ପୁରିଲା: ୪୫ମିନିଟ୍‌ ଧରି ହୋଇଥିଲା ଗୁଳିଚାଳନା

ନୂଆଦିଲ୍ଲୀ: ସଂସଦ ଉପରେ ଆକ୍ରମଣକୁ ଆଜି ପୂରିଲା ୨୪ ବର୍ଷ ।...

ଲିଓନେଲ୍ ମେସିଙ୍କ ୭୦ ଫୁଟ ପ୍ରତିମୂର୍ତ୍ତି ଉନ୍ମୋଚନ

ସମାଜ ଲାଇଭ ଡ଼େସ୍କ : ବିଶ୍ବର ତାରକା ଫୁଟବଲ୍ ଖେଳାଳି ଲିଓନେଲ୍...

ମାଟି ତଳୁ କଡାଯାଉଛି ରାମୁ ହାତୀର କଙ୍କାଳ: ପ୍ରକୃତି ନିବାସରେ ସଂରକ୍ଷିତ ରହିବ

ସମାଜ ଡିଜିଟାଲ ଡେସ୍କ: ଅମର ରହିବ ରାମୁ ହାତୀ । ସଂରକ୍ଷିତ...

ଡାଏବେଟିସ ପାଇଁ ଆସିଲା ଇଞ୍ଜେକ୍ସନ୍

ନୂଆଦିଲ୍ଲୀ : ଡେନମାର୍କ ଔଷଧ କମ୍ପାନୀ ନୋଭୋ ନରଡିସ୍କ ଶେଷରେ ଭାରତରେ...

Related Articles

Popular Categories