www.samajalive.in
Sunday, December 7, 2025
15.1 C
Bhubaneswar

ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲା; ସିବିଆଇ ରିମାଣ୍ଡରେ ବିବନ୍‍

ଭୁବନେଶ୍ୱର: ବହୁଚର୍ଚ୍ଚିତ ଅଞ୍ଜନା ମିଶ୍ର ଗଣଦୁଷ୍କର୍ମ ମାମଲାରେ ଗୁରୁବାର ମୁଖ୍ୟ ଅଭିଯୁକ୍ତ ବିବନ ବିଶ୍ୱାଳକୁ ସିବିଆଇ ରିମାଣ୍ଡରେ ନେଇଛି। ସିବିଆଇର ପାଞ୍ଚ ଜଣିଆ ଟିମ୍‍ ବିବନକୁ ଝାରପଡ଼ା ଜେଲରୁ କଡ଼ା ସୁରକ୍ଷା ଭିତରେ ସ୍ୱତନ୍ତ୍ର ଗାଡ଼ି ଯୋଗେ ପ୍ରଥମେ କ୍ୟାପିଟାଲ୍‍ ହସ୍ପିଟାଲକୁ ନେଇଥିଲେ। ସେଠାରେ ବିବନର ସ୍ୱାସ୍ଥ୍ୟ ପରୀକ୍ଷା କରାଯାଇଛି। ଏହାପରେ ସିଧାସଳଖ ତାକୁ ସିବିଆଇ କାର୍ଯ୍ୟାଳୟକୁ ନିଆଯାଇଛି। ସେଠାରେ ତାକୁ ଏକ ସ୍ୱତନ୍ତ୍ର କୋଠରୀରେ ରଖାଯାଇଥିବା ସୂଚନା ମିଳିଛି। ୨ ଦିନିଆ ରିମାଣ୍ଡ ଅବଧି ମଧ୍ୟରେ ସିବିଆଇ ସମ୍ମୁଖରେ ୨୨ ବର୍ଷ ତଳର ସେହି ଜଘନ୍ୟ କାଣ୍ଡର ସତ ଓଗାଳିବ ବିବନ୍‍। ସିବିଆଇ କାର୍ଯ୍ୟାଳୟରେ ଜେରା ଆରମ୍ଭ ହୋଇଯାଇଛି।

Hot this week

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣା

କାର୍ଯ୍ୟରତ ଯୁବକଙ୍କ ସନ୍ଦେହଜନକ ମୃତ୍ୟୁ, କ୍ଷତିପୂରଣ ଦାବିରେ ଫାଟକ ସମ୍ମୁଖରେ ଧାରଣ ଚନ୍ଦ୍ରଶେଖରପୁର,...

ରାଜ୍ୟସଭାରେ ସାଂସଦ ସୁଜିତ କୁମାରଙ୍କ ପ୍ରସ୍ତାବ ପାଠ୍ୟପୁସ୍ତକ, ସରକାରୀ ୱେବସାଇଟରୁ ‘ଲର୍ଡ’ ଶଦ୍ଦକୁ ବାଦ୍‍ ଦିଆଯାଉ

ନୂଆଦିଲ୍ଲୀ,: ବ୍ରିଟିଶ ଗଭର୍ଣ୍ଣର ଜେନେରାଲ ଏବଂ ଭାଇସରୟଙ୍କ ଉଦେଶ୍ୟରେ ବ୍ୟବହାର ହେଉଥିବା...

ଆଠଗଡ଼ର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଡଃ ରାଧାନାଥ ଜୟନ୍ତୀ ପାଳିତ

ସମାଜ ନ୍ୟୁଜ ଡେସ୍କ- ଆଠଗଡର ସର୍ବପୁରାତନ ପିଏମଶ୍ରୀ ବିଶ୍ଵନାଥ ବିଦ୍ୟାପୀଠରେ ବିଶିଷ୍ଟ...

ଭୁବନେଶ୍ବରରେ ପହଞ୍ଚିଲେ ହାର୍ଦ୍ଦିକ ପାଣ୍ଡ୍ୟା, ସୁରକ୍ଷାରେ ବିମାନବନ୍ଦରରୁ ଗଲେ ହୋଟେଲ

ସମାଜ ନ୍ୟୁଜ ଡେସ୍କ- ଶନିବାର ରାତିରେ ଭୁବନେଶ୍ବର ବିମାନ ବନ୍ଦରରେ ପହଞ୍ଚିଛନ୍ତି...

ଜାଣନ୍ତୁ କାହିଁକି ଏତେ ବଢିଛି ସୁନାଦର- ରୂପା ଦୁଇ ଗୁଣା ବଢିଛି

ନୂଆଦିଲ୍ଲୀ - କ୍ରମାଗତ ଦ୍ୱିତୀୟ ସପ୍ତାହ ପାଇଁ ସୁନା ଏବଂ ରୂପା...

Related Articles

Popular Categories