www.samajalive.in
Wednesday, December 10, 2025
18.1 C
Bhubaneswar

ଋଣ ଚାଷୀ ଆତ୍ମହତ୍ୟା କାରଣ ନୁହେଁ: ଅରୁଣ ସାହୁ

ଭୁବନେଶ୍ବର : ବୁଧବାର ବିଧାନସଭା ପ୍ରଶ୍ନକାଳ ସମୟରେ ସୁରେଶ ରାଉତରାୟ ଚାଷୀଙ୍କ ଆତ୍ମହତ୍ୟା ପ୍ରସଙ୍ଗ ଉଠାଇଥିଲେ । ଏହାର ଉତ୍ତରରେ ରାଜ୍ୟ କୃଷି ମନ୍ତ୍ରୀ ଅରୁଣ ସାହୁ ରାଜ୍ୟରେ ଚାଷୀ ଆତ୍ମହତ୍ୟା ଚାଷ କ୍ଷତି ବା ଋଣ ଜନିତ ନୁହେଁ ବୋଲି କହିଥିଲେ।

ରାଜ୍ୟରେ ଚାଷୀ ଆତ୍ମହତ୍ୟା ଜିଲାପାଳ ଓ ଏସପିଙ୍କ ତଦନ୍ତ ରିପୋର୍ଟ ଅନୁଯାୟୀ, ପାରିବାରିକ କଳହ କିମ୍ବା ଅନ୍ୟ କାରଣ ପାଇଁ ହୋଇଥାଇପାରେ। ଚାଷ କ୍ଷତି ଓ ଋଣ ଚାଷୀ ଆତ୍ମହତ୍ୟାର ମୂଳ କାରଣ ନୁହେଁ ବୋଲି ବିଭାଗୀୟ ମନ୍ତ୍ରୀ ଉତ୍ତର ଦେଇଛନ୍ତି ।

Hot this week

ଆପଣଙ୍କ ବିଦ୍ୟୁତ୍‌ ବିଲ୍‌ କମାଇଦେବ AI

ନୂଆଦିଲ୍ଲୀ - ଏବେ ଏଆଇ ବା କୃତ୍ରିମ ବୁଦ୍ଧିମତାକୁ ନେଇ ଅନେକ...

ନିଶା ଭାବରେ ବ୍ୟବହାର କରାଯାଉଥିବା କଫ୍‌ ସିରଫ ବ୍ୟବସାୟ ରୋକିବା ପାଇଁ ପୁଲିସ ତତ୍ପର

କଟକ- ବେଆଇନ କଫ୍‌ ସିରପ ଚୋରା ଚାଲାଣ ଓ ବ୍ୟବସାୟ ରୋକିବା...

ସୁଧୁରୁଛି ସ୍ଥିତି- ଏବେ ବିମାନ ଚଳାଚଳ ସ୍ୱାଭାବିକ ହେବ

ଭୁବନେଶ୍ବର ବିଜୁପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ଇଣ୍ଡିଗୋ ବିମାନ ଚଳାଚଳ ନେଇ ଦେଖାଦେଇଥିବା...

ଭାରତ ମୁସଲମାନ ମାନେ ଧମାନ୍ତରିତ : ବ୍ରିଜଭୂଷଣ ଶରଣ ସିଂ

ସମାଜ ଲାଇଭ ଡ଼େସ୍କ : ପୂର୍ବତନ କେସିଆରଗଞ୍ଜ ସାଂସଦ ବ୍ରିଜଭୂଷଣ ଶରଣ...

ମରକ୍କୋରେ ୨ଟି କୋଠା ଭୁଶୁଡ଼ି ୧୯ ମୃତ

ସମାଜ ଲାଇଭ ଡ଼େସ୍କ : ମରକ୍କୋର ଫେଜ୍‌ ସହରରେ ଦୁଇଟି କୋଠା...

Related Articles

Popular Categories