www.samajalive.in
Thursday, December 11, 2025
23.1 C
Bhubaneswar

ଖାଇକୁ ଖସିଲା କାର, ୬ ମୃତ

ନ୍ୟୁ ତେହରୀ : ଉତ୍ତରାଖଣ୍ଡର ନ୍ୟୁ ତେହରୀ ନିକଟରେ ବୁଧବାର ଏକ ସେଣ୍ଟ୍ରୋ କାର ଗଭୀର ଖାଇକୁ ଖସିପଡିଛି। ଏଥିରେ ୬ ଜଣଙ୍କ ମୃତ୍ୟୁ ଘଟିଛି।
ସୂଚନା ଅନୁଯାୟୀ ଡେରାଡୁନ ସୁୱାଖୋଲି ମୋଟର ମାର୍ଗର ମୋରିୟାଣା ଟପରେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ମଧ୍ୟରେ ୪ ଜଣ ଶିଶୁ ଓ ୨ ଜଣ ମହିଳା ଅଛନ୍ତି। କାରରେ ମୋଟ ୧୦ ଜଣ ଯାତ୍ରୀ ଥିଲେ। ସ୍ଥାନୀୟ ଲୋକଙ୍କଠାରୁ ଖବର ପାଇ ପୁଲିସ୍‍ ଓ ଏସଡିଆରଏଫ ଦଳ ଘଟଣାସ୍ଥଳରେ ପହଞ୍ଚିଥିଲେ। ଖାଇରୁ ୬ଟି ମୃଦହେଦ ବାହାର କରାଯାଛି। ଆହତଙ୍କୁ ଉଦ୍ଧାର କରାଯାଇ ୧୦୮ ଆମ୍ବୁଲାନ୍ସ ଯୋଗେ ସ୍ଥାନୀୟ ହସ୍ପିଟାଲକୁ ପଠାଯାଇଛି।

Hot this week

ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା

ମାଲକାନଗିରି: ମାଲକାନଗିରି ଜିଲ୍ଲାରେ ଆଉ ୧୨ ଘଣ୍ଟା ବଢିଲା ଇଣ୍ଟରନେଟ୍ କଟକଣା।...

ଦ୍ବିତୀୟ ଟି୨୦ ଆଜି; ୨-୦ ଲକ୍ଷ୍ୟରେ ଭାରତ

ନ୍ୟୁ ଚଣ୍ଡିଗଡ଼ : ନ୍ୟୁ ଚଣ୍ଡିଗଡ଼ ବା ମୁଲାନ୍‌ପୁର ଷ୍ଟାଡିୟମ୍‌ରେ କୌଣସି...

ରେଳ ଚଳାଚଳ ମାର୍ଗରେ ପୁନଃସଂଶୋଧନ

ଭୁବନେଶ୍ୱର : ଖୋର୍ଦ୍ଧା ରୋଡ ଡିଭିଜନ ଅନ୍ତର୍ଗତ ରାଜ ଆଠଗଡ଼ ଏବଂ...

ଗୃହରୁ ମିଳିଥିବା ୧୬,୫୦୦ ଟଙ୍କା ନେବାକୁ ହାତ ଟେକିଲେ ୧୨ ସଦସ୍ୟ

ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ ଲଜ୍ଜାକର ଘଟଣା ଇସଲାମାବାଦ : ପାକିସ୍ତାନ ନ୍ୟାସନାଲ ଆସେମ୍ବ୍ଲିରେ...

ଦିଲ୍ଲୀ ବିସ୍ଫୋରଣ : ଆଉ ଜଣେ ଡାକ୍ତର ଗିରଫ

ନୂଆଦିଲ୍ଲୀ : ଦିଲ୍ଲୀ ଲାଲକିଲା ବିସ୍ଫୋରଣ ଘଟଣାରେ ଏନଆଇଏ ଜାମ୍ମୁ-କାଶ୍ମୀରର ବାରମୂଲାରୁ...

Related Articles

Popular Categories