www.samajalive.in
Thursday, December 11, 2025
15.1 C
Bhubaneswar

ଓଡ଼ିଶାରେ ବଡ଼ ପୁଞ୍ଜିନିବେଶ

ଭୁବନେଶ୍ୱର: ଓଡ଼ିଶାରେ ଶିଳ୍ପ କ୍ଷେତ୍ରରେ ବିନିଯୋଗ ହେବ ୪୪ହଜାର ୭୯୩ କୋଟି ଟଙ୍କା। ଉଚ୍ଚସ୍ତରୀୟ କ୍ଲିଅରାନ୍ସ ଅଥରିଟି ବୈଠକରେ ପୁଞ୍ଜି ନିବେଶକୁ ମଞ୍ଜୁରୀ କରାଯାଇଛି। ପୁଞ୍ଜିନିେବେଶ ଦ୍ୱାରା ରାଜ୍ୟରେ ୨୩୦୦୫ ନିଯୁକ୍ତି ସୃଷ୍ଟି ହେବ। ରିଫାଇନାରୀ, ପେଟ୍ରୋକେମିକାଲ, ଗ୍ରୀନ ଏନର୍ଜିରେ ନିବେଶ ହେବ। ଯାଜପୁର, ଢ଼େଙ୍କାନାଳ, କଟକରେ ବିଭିନ୍ନ କ୍ଷେତ୍ରରେ ପୁଞ୍ଜି ବିନିଯୋଗ ହେବ ବୋଲି ସୂଚନା ଦିଆଯାଇଛି।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories