www.samajalive.in
Saturday, December 6, 2025
26.1 C
Bhubaneswar

ଭୀଷଣ ଗରମରେ ଶ୍ରମିକଙ୍କୁ ବଡ଼ ଆଶ୍ଵସ୍ତି: ଦିନ ୧୨ରୁ ୩ ଛୁଟି, ଦରମା ବି କଟିବନି

ନୂଆଦିଲ୍ଲୀ: ପ୍ରଚଣ୍ଡ ଖରା ଓ ଗରମକୁ ଦୃଷ୍ଟିରେ ରଖି ଦିଲ୍ଲୀରେ ଉପରାଜ୍ୟପାଳ ଏକ ବଡ଼ ନିଷ୍ପତ୍ତି ନେଇଛନ୍ତି। ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ କାମ କରିବେ ନାହିଁ ଶ୍ରମିକ। ଏହି ସମୟ ମଧ୍ୟରେ ସେମାନଙ୍କର ଦରମା ମଧ୍ୟ କଟାଯିବ ନାହିଁ। ଦିଲ୍ଲୀ ଉପରାଜ୍ୟପାଳ ଭି.କେ ସକ୍ସେନା ଏହି ନିର୍ଦ୍ଦେଶ ଦେଇଛନ୍ତି।

ଉପରାଜ୍ୟପାଳ ଭି.କେ ସକ୍ସେନା ଅସହ୍ୟ ଗରମକୁ ଦୃଷ୍ଟିରେ ରଖି ଶ୍ରମିକମାନଙ୍କୁ ଦିନ ୧୨ଟାରୁ ୩ଟା ପର୍ଯ୍ୟନ୍ତ ବେତନଯୁକ୍ତ ଛୁଟି ଦେବାକୁ ନିର୍ଦେଶ ଦେଇଛନ୍ତି। ଏତେ ଗରମରେ ମଧ୍ୟ ‘ସମର୍‌ ହିଟ୍‌ ଆକ୍ସନ ପ୍ଲାନ୍’ ପାଇଁ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ କିମ୍ବା ତାଙ୍କ ମନ୍ତ୍ରୀଙ୍କ ଦ୍ଵାରା ଏପର୍ଯ୍ୟନ୍ତ କୌଣସି ପଦକ୍ଷେପ ନ ନେବାକୁ ନେଇ ଉପରାଜ୍ୟପାଳ ସମାଲୋଚନା କରିଛନ୍ତି। ଏ ସମ୍ବନ୍ଧରେ ତୁରନ୍ତ ବୈଠକ କରିବାକୁ ଉପରାଜ୍ୟପାଳ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦେଇଛନ୍ତି।

Hot this week

ବିଜେପିରେ ମିଶିଲେ ପ୍ରଫୁଲ୍ଲ ସାମଲଙ୍କ ଦୁଇ ପୁଅ

ଭୁବନେଶ୍ଵର: ବିଜେଡିକୁ ଶକ୍ତ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ତଥା ବିଜେଡି...

ଛାତ୍ରୀଙ୍କ ଆତ୍ମାହୁତି ଉଦ୍ୟମ ଘଟଣା: ଜଣେ ଅଟକ

ସୁନ୍ଦରଗଡ : ନିଜ ଦେହରେ ନିଜେ ନିଆଁ ଲଗାଇଲେ ଛାତ୍ରୀ। ସୁନ୍ଦରଗଡ...

ଯାତ୍ରୀଙ୍କୁ ଟଙ୍କା ଫେରାଇବ ଇଣ୍ଡିଗୋ

ସମାଜଲାଇଭ ଡେସ୍କ: ସମସ୍ତ ଯାତ୍ରୀଙ୍କୁ ଟିକେଟ ବାବଦ ଟଙ୍କା ଫେରସ୍ତ କରିବ...

ବାବ୍ରି ମସଜିଦ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କଲେ ଟିଏମସିରୁ ନିଲମ୍ବିତ ବିଧାୟକ

ସମାଜଲାଇଭ ଡେସ୍କ: ଟିଏମସିରୁ ନିଲମ୍ବିତ ହୋଇଥିବା ବିଧାୟକ ହୁମାୟୁନ କବିର ବାବ୍ରି...

ଇଣ୍ଡିଗୋ ବିମାନ ସଙ୍କଟ : ସୁପ୍ରିମକୋର୍ଟରେ ଜନସ୍ୱାର୍ଥ ମାମଲା ଦାୟର

ନୂଆଦିଲ୍ଲୀ: ଇଣ୍ଡିଗୋ ବିମାନ ବାରମ୍ବାର ବାତିଲ ଯୋଗୁଁ ଯାତ୍ରୀ ମାନଙ୍କ ମଧ୍ୟରେ...

Related Articles

Popular Categories