www.samajalive.in
Saturday, December 6, 2025
23.1 C
Bhubaneswar

ମଧ୍ୟପ୍ରଦେଶ ମେଣ୍ଟ ରାଜନୀତି: ବିଏସପି ପରେ ଏସପି ମଧ୍ୟ ଛାଡିଲା କଂଗ୍ରେସର ହାତ

ନୂଆଦିଲ୍ଲୀ: ମଧ୍ୟପ୍ରଦେଶରେ ଆଗାମୀ ବିଧାନସଭା ନିର୍ବାଚନକୁ ଦୃଷ୍ଟିରେ ରଖି ମହାମେଣ୍ଟର ଆଶା ବାନ୍ଧିଥିବା କଂଗ୍ରେସକୁ ପୁଣି ଥରେ ନିରାଶ ହେବାକୁ ପଡ଼ିଛି। ରାଜ୍ୟରେ ବିଏସପି ସହ ମେଣ୍ଟ ଭାଙ୍ଗିବା ପରେ କଂଗ୍ରେସ ସହ ସମାଜବାଦୀ ପାର୍ଟିର ମେଣ୍ଟ ସମ୍ଭାବନାକୁ ଖାରଜ କରି ଦେଇଛନ୍ତି ଦଳର ଅଧ୍ୟକ୍ଷ ଅଖିଳେଶ ଯାଦବ।  ବିଏସପି ଓ ଗଡ଼ୱାନା ଗଣତନ୍ତ୍ର ପାର୍ଟି ସହ ଏସପି ମେଣ୍ଟ କରିବ ବୋଲି ଘୋଷଣା କରିଛନ୍ତି। ଏଥିପାଇଁ ଅଖିଳେଶ କଂଗ୍ରେସକୁ ଦାୟୀ କରିଛନ୍ତି। କଂଗ୍ରେସର ବିଳମ୍ବିତ ପ୍ରାର୍ଥି ଚୟନ ଓ ଆସନ ବୁଝାମଣା ପ୍ରକ୍ରିୟା ହେତୁ ଦଳ ସହ ମେଣ୍ଟ ହେବାର ସମ୍ଭାବନା ନାହିଁ ବୋଲି ଅଖିଳେଶ ପ୍ରକାଶ କରିଛନ୍ତି। ଅପରପକ୍ଷରେ ଏସପି ଓ ବିଏସପି ମେଣ୍ଟକୁ ନେଇ ଅଖିଳେଶ ଆଶାବାଦୀ ବୋଲି ପ୍ରକାଶ କରିଛନ୍ତି।

Hot this week

ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ ବିଦ୍ୟୁତ ଉପଭୋକ୍ତା ମହାସଂଘ କ୍ଷୋଭ

ଭୁବନେଶ୍ୱର: ବିଦ୍ୟୁତ ଗ୍ରାହକଙ୍କ ଠାରୁ ଅତିରିକ୍ତ ସୁରକ୍ଷା ଜମା ଆଦାୟ ନେଇ...

ଶିଶୁଙ୍କ ସୁନ୍ଦରତା ସହିପାରିଲାନି : ଏମିତି କରିଲା ନିଜ ପିଲାଙ୍କୁ ହତ୍ୟା

ସମାଜ ଡିଜିଟାଲ ଡେସ୍କ: ସେ ବୋଧହୁଏ ଦେଶର ପ୍ରଥମ ମହିଳା ସିରିଏଲ୍...

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

Related Articles

Popular Categories