www.samajalive.in
Saturday, December 6, 2025
15.1 C
Bhubaneswar

ପଦ ଛାଡ଼ିଲେ ନୀତୀଶ କୁମାର

ପାଟନା: ବିହାରରେ ଗତ ତିନି ଦିନ ଧରି ଚାଲିଥିବା ରାଜନୈତିକ ଅସ୍ଥିରତା ମଧ୍ୟରେ ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ତାଙ୍କ ପଦରୁ ଇସ୍ତଫା ଦେଇଛନ୍ତି। ମହାମେଣ୍ଟ ଛାଡି ଏବେ ସେ ଏନଡିଏ ସହ ଯୋଡ଼ି ହୋଇଛନ୍ତି। ରବିବାର ସେ ରାଜଭବନରେ ପହଞ୍ଚି ରାଜ୍ୟପାଳ ରାଜେନ୍ଦ୍ର ବିଶ୍ୱନାଥ ଆର୍ଲେକରଙ୍କୁ ଇସ୍ତଫାପତ୍ର ପ୍ରଦାନ କରିଛନ୍ତି। କୁହାଯାଉଛି ଯେ, ସନ୍ଧ୍ୟାରେ ନୀତୀଶ କୁମାର ୯ମ ଥର ପାଇଁ ବିହାର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଇପାରନ୍ତି।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories