www.samajalive.in
Monday, December 15, 2025
15.1 C
Bhubaneswar

ବିହାର ଜନାଦେଶ: ୨୦୭ ସିଟରେ ଆଗୁଆ ଏନଡିଏ, ବହୁ ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ଭୋଟ ଗଣତି ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୨୦୭ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ପଛରେ ରହିଛି, ୨୯ଟି ସିଟରେ ଓ ଅନ୍ୟ ଦଳ ଗୁଡିକ ୦୭ଟି ସିଟରେ ଆଗୁଆ ରହିଛନ୍ତି । ଆଜି ସନ୍ଧ୍ୟାରେ ବିଧିବଦ୍ଧ ଭାବେ ଫଳାଫଳ ଘୋଷଣା କରାଯିବ ।

ଏନଡିଏ- ୨୦୭
ମହାମେଣ୍ଟ- ୨୯
ଅନ୍ୟାନ୍ୟ- ୦୭

- Advertisement -

 

Hot this week

ପୂର୍ବତନ ସାଂସଦ ଲକ୍ଷ୍ମଣ ଟୁଡୁଙ୍କ ଅସୁସ୍ଥତା ନେଇ ଚିନ୍ତା ବ୍ୟକ୍ତ କଲେ ମୁଖ୍ୟମନ୍ତ୍ରୀ

ସମାଜ ନ୍ୟୁଜ ଡେସ୍କ- ବରିଷ୍ଠ ନେତା ତଥା ପୂର୍ବତନ ସାଂସଦ ଶ୍ରୀ...

ହଷ୍ଟେଲରୁ ଛାତ୍ରଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ସମାଜ ଲାଇଭ ଡ଼େସ୍କ :ଯାଜପୁର ରଗଡ଼ି ସରକାରୀ ପଲିଟେକନିକ୍ କଲେଜ ହଷ୍ଟେଲରୁ...

ତୃତୀୟ T-20କୁ ସହଜରେ ଜିତିଲା ଟିମ୍ ଇଣ୍ଡିଆ; ସିରିଜ୍ ରେ ୨-୧ ରେ ଆଗୁଆ

ସମାଜ ନ୍ୟୁଜ ଡେସ୍କ- ଭାରତ ଦକ୍ଷିଣ ଆଫ୍ରିକା ମଧ୍ୟରେ ଧର୍ମଶାଳାରେ ଚାଲିଥିବା...

୬୯ତମ ରାଜ୍ୟ ସ୍ତରୀୟ ବିଦ୍ୟାଳୟ ସମୂହ ବୀଚ ଭଲିବଲ ଉଦଘାଟିତ

ସମାଜ ଡେସ୍କ : କେନ୍ଦ୍ରପଡା ଜିଲାର ରାଜନଗର ବ୍ଲକ ପେଣ୍ଠ ବେଳାଭୂମି...

ପ୍ରଣବ ବଳବନ୍ତରାୟଙ୍କ ଘରେ ପଶି ଭଙ୍ଗାରୁଜା ଅଭିଯୋଗ, ଡିଜିପିଙ୍କ କ୍ୟାମ୍ପ ଅଫିସ ଘେରାଉ

ସମାଜଲାଇଭ ଡେସ୍କ: ଧର୍ମଶାଳାର ପୂର୍ବତନ ବିଧାୟକ ପ୍ରଣବ ବଳବନ୍ତରାୟଙ୍କ ଘରେ ଭଙ୍ଗାରୁଜା...

Related Articles

Popular Categories