ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଭୋଟ ଗଣତି ଆରମ୍ଭ ହୋଇଛି । ଭୋଟ ଗଣତି ଜାରି ରହିଥିବା ବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ୧୬୦ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୭୯ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି ।
ଏନଡିଏ- ୧୬୦
ମହାମେଣ୍ଟ-୭୯
ଅନ୍ୟାନ୍ୟ- ୦୪



