www.samajalive.in
Wednesday, December 10, 2025
14.1 C
Bhubaneswar

ବିହାର ଜନାଦେଶ: ୧୭୫ ସିଟରେ ଆଗୁଆ ରହିଛି ଏନଡିଏ, ମହାମେଣ୍ଟ ୬୪

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ସକାଳ ୮ଟାରୁ ଗଣତି ଆରମ୍ଭ ହୋଇଥିବା ବେଳେ ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୧୭୫ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ୬୪ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି ।

ଏନଡିଏ- ୧୭୫
ମହାମେଣ୍ଟ- ୬୪
ଅନ୍ୟାନ୍ୟ- ୦୪

- Advertisement -

ବିହାର ବିଧାନସଭା ନିର୍ବାଚନ ପାଇଁ ଦୁଇଟି ପର୍ଯ୍ୟାୟରେ ମତଦାନ ପ୍ରକ୍ରିୟା ଶେଷ ହୋଇଥିଲା । ପ୍ରଥମ ପର୍ଯ୍ୟାୟ ମତଦାନ ୬ନଭେମ୍ବର ଏବଂ ଦ୍ୱିତୀୟ ପର୍ଯ୍ୟାୟରେ ୧୧ ନଭେମ୍ବରରେ ଭୋଟ ଗ୍ରହଣ କରାଯାଇଥିଲା ।

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories