www.samajalive.in
Monday, December 15, 2025
26.1 C
Bhubaneswar

ବିହାର ନିର୍ବାଚନ- ନୀତିଶ କହିଲେ ତାଙ୍କ ସରକାରର ସଫଳତାର କାହାଣୀ

ପାଟଣା- ବିହାରରେ ଏବେ ନିର୍ବାଚନ ପାଇଁ ଉଷ୍ମତା ବୃଦ୍ଧି ପାଇଛି । କଂଗ୍ରେସର ଇଣ୍ଡିମେଣ୍ଟ ଏବଂ ଭାଜାର ଏନ୍‌ଡିଏ ମଧ୍ୟରେ ସିଧାସଳଖ ପ୍ରତିଦ୍ୱନ୍ଦିତା ହେଉଛି । ଏହି ସମୟରେ ନୀତିଶ ନିଜ ସରକାର ସଫଳତା କଥା ବଖାଣିଛନ୍ତି ।

ଆସନ୍ତା ନଭେମ୍ବର ୬ ଏବଂ ୧୧ ତାରିଖରେ ଦୁଇଟି ପର୍ଯ୍ୟାୟରେ ହେବ ବିହାର ବିଧାନସଭା ନିର୍ବାଚନ। ୧୪ ତାରିଖରେ ଭୋଟ ଗଣତି ହୋଇ ଫଳାଫଳ ଘୋଷଣା କରାଯିବ।  ଚଳିତ ଥର ବିହାରରେ ସ୍ଵତନ୍ତ୍ର ପୁଙ୍ଖାନୁପୁଙ୍ଖ ପୁନଃନିରୀକ୍ଷଣ(ଏସଆଇଆର) କାର୍ଯ୍ୟକାରୀ ହୋଇ ସଂଶୋଧିତ ମତଦାତା ତାଲିକା ପ୍ରକାଶ କରାଯାଇଛି।

- Advertisement -

ବିହାରରେ ୨୪୩ ବିଧାନସଭା ଆସନ ରହିଛି। ପର୍ଯ୍ୟାୟକ୍ରମେ ଏସବୁ ଆସନରେ ନିର୍ବାଚନ ଅନୁଷ୍ଠିତ ହେବ। ବର୍ତ୍ତମାନ ବିହାରରେ ନିତିଶ କୁମାରଙ୍କ ସରକାର ରହିଛି। ନିତିଶ କୁମାରଙ୍କ ଜେଡିୟୁ ଏବଂ ବିଜେପି ମେଣ୍ଟ ସରକାର ରାଜ୍ୟରେ ଶାସନ କରୁଛି।

ଚଳିତ ନିର୍ବାଚନରେ ମୋଟ ୭ କୋଟି ୪୨ ଲକ୍ଷ ଭୋଟର ମତଦାନ କରିବେ। ସେମାନଙ୍କ ମଧ୍ୟରେ ପୁରୁଷ ମତଦାତାଙ୍କ ସଂଖ୍ୟା ୩ କୋଟି ୯୨ ଲକ୍ଷ ଏବଂ ମହିଳା ମତଦାତାଙ୍କ ସଂଖ୍ୟା ୩ କୋଟି ୫୦ ଲକ୍ଷ। ନିର୍ବାଚନ ପାଇଁ ୯୦ ହଜାର ୭୧୨ ମତଦାନ କେନ୍ଦ୍ର ହୋଇଛି। ୧୪ ଲକ୍ଷ ଭୋଟର ପ୍ରଥମ ଥର ଲାଗି ମତଦାନ କରିବେ। ୧୪ ହଜାର ଶତାୟୁ ଭୋଟର ରହିଛନ୍ତି।

Hot this week

ମୋକିମଙ୍କୁ ବହିଷ୍କାର ଘଟଣାକୁ ନେଇ ମୁହଁ ଖୋଲିଛନ୍ତି : ନିରଞ୍ଜନ

ସମାଜ ଡିଜିଟାଲ ଡେସ୍କ: ବରିଷ୍ଠ ନେତା ମହମ୍ମଦ ମୋକିମଙ୍କୁ କଂଗ୍ରେସ ପ୍ରାଥମିକ...

୪୮ ଘଣ୍ଟାରେ ୨୦୧ କିମି ଚାଲି ରେକର୍ଡ କଲେ ଓଡ଼ିଆ ପୁଅ ସୁମିତ

ସମାଜଲାଇଭ ଡେସ୍କ: ଦୃଢ଼ ସଙ୍କଳ୍ପ ଏବଂ ଇଚ୍ଛାଶକ୍ତି ମଣିଷକୁ ସଫଳତାର ମାର୍ଗ...

ଦାୟିତ୍ଵ ନେଲେ ନିତିନ

ସମାଜଲାଇଭ ଡେସ୍କ: ବିଜେପିର ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଭାବେ ସୋମବାର ଦାୟିତ୍ଵ...

ଜୋର୍ଡାନରେ ପ୍ରଧାନମନ୍ତ୍ରୀ ମୋଦୀ

ସମାଜଲାଇଭ ଡେସ୍କ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତ୍ରିରାଷ୍ଟ୍ରୀୟ ଗସ୍ତରେ ଯାଇ ସୋମବାର...

କେନାଲକୁ ନେଇ ଉତ୍ତେଜନା: ପ୍ରଶାସନ-ଗ୍ରାମବାସୀ ମୁହାଁମୁହିଁ, ୫୦ ଅଟକ

ସମାଜଲାଇଭ ଡେସ୍କ: ପୁରୀ ଜିଲା ବ୍ରହ୍ମଗିରି ଥାନା ଅନ୍ତର୍ଗତ ଚଉଦ ମଉଜା...

Related Articles

Popular Categories