ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା
ପାଟନା : ମହିଳାଙ୍କ ପାଇଁ ବଡ ଘୋଷଣା। ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା। ବିହାର ମୁଖ୍ୟମନ୍ତ୍ରୀ ନୀତିଶ କୁମାର ୨୯ ଅଗଷ୍ଟରେ ଏକ ବଡ ଘୋଷଣା କରିଛନ୍ତି । ସେ ସୋସିଆଲ ମିଡିଆରେ ପୋଷ୍ଟ କରିଛନ୍ତି ଯେ, କ୍ୟାବିନେଟ୍ ବୈଠକରେ ଏକ ନୂଆ ଯୋଜନା ‘ମୁଖ୍ୟମନ୍ତ୍ରୀ ମହିଳା ରୋଜଗାର ଯୋଜନା’କୁ ସ୍ୱୀକୃତି ଦେଇଛନ୍ତି । ଏହି ଯୋଜନାର ମୁଖ୍ୟ ଲକ୍ଷ୍ୟ ରାଜ୍ୟର ସମସ୍ତ ପରିବାରର ଜଣେ ମହିଳାଙ୍କୁ ନିଜ ପସନ୍ଦର ରୋଜଗାର … Continue reading ପ୍ରତ୍ୟେକ ପରିବାରର ଜଣେ ମହିଳାଙ୍କୁ ମିଳିବ ୧୦ ହଜାର ଟଙ୍କା ; ସରକାରଙ୍କ ବଡ ଘୋଷଣା
Copy and paste this URL into your WordPress site to embed
Copy and paste this code into your site to embed