www.samajalive.in
Wednesday, December 10, 2025
15.1 C
Bhubaneswar

ବିହାର ଜନାଦେଶ: ବହୁତ ଆଗରେ ଏନଡିଏ, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ହୋଇଥିବା ମତଦାନର ଭୋଟ ଗଣତି ଆରମ୍ଭ ହୋଇଛି । ଭୋଟ ଗଣତି ଜାରି ରହିଥିବା ବେଳେ ପ୍ରାରମ୍ଭିକ ପର୍ଯ୍ୟାୟରେ ଏନଡିଏ ୧୫୭ ସିଟରେ ଆଗୁଆ ରହିଥିବା ବେଳେ ମହାଗଠବନ୍ଧନ ୭୫ ଓ ଅନ୍ୟ ଦଳ ଗୁଡିକ ୦୪ଟି ସିଟରେ ଆଗୁଆ ରହିଛନ୍ତି ।

ଏନଡିଏ- ୧୫୭
ମହାମେଣ୍ଟ-୭୬
ଅନ୍ୟାନ୍ୟ- ୦୪

Hot this week

ବାରବାଟୀରେ ଭାରତର ବିରାଟ ବିଜୟ

କଟକ -   ବାରବାଟୀରେ ଭାରତର ବିରାଟ ବିଜୟ । ଦକ୍ଷିଣ ଆଫ୍ରିକାକୁ...

ଛାତ୍ରଙ୍କୁ ରାଗିଂ: ଡ୍ରଗ୍ସ ନେବାକୁ ବାଧ୍ୟ କଲେ, ପାଇଖାନା ଚଟାଣ ଚଟାଇଲେ

ପିପିଲି: ରାଜ୍ୟର ଏକ ପ୍ରମୁଖ ଘରୋଇ ବିଶ୍ୱବିଦ୍ୟାଳୟ ଅଧୀନରେ ଥିବା ରାଜଧାନୀ...

ଦକ୍ଷିଣ ଆଫ୍ରିକାକୁ ୧୭୬ ରନର ଟାର୍ଗେଟ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭ୍ରମଣକାରୀ ଦକ୍ଷିଣ ଆଫ୍ରିକାକୁ ୧୭୬...

ଭାରତର ପଞ୍ଚମ ଓ୍ୱିକେଟ ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତର ପଞ୍ଚମ ଓ୍ୱିକେଟ ପତନ...

ଭାରତର ତୃତୀୟ ଓ୍ୱିକେଟର ପତନ

ସମାଜଲାଇଭ ଡେସ୍କ: ବାରବାଟୀ ଟି-୨୦ ମ୍ୟାଚରେ ଭାରତକୁ ତୃତୀୟ ଓ୍ୱିକେଟ୍‌ର ପତନ...

Related Articles

Popular Categories