www.samajalive.in
Monday, December 15, 2025
27.1 C
Bhubaneswar

ବିହାର ଜନାଦେଶ: ୨୦୧ ସିଟରେ ଆଗୁଆ ଏନଡିଏ, ପଛରେ ମହାମେଣ୍ଟ

ସମାଜ ଡିଜିଟାଲ ଡେସ୍କ: ବିହାର ବିଧାନସଭା ନିର୍ବାଚନ ପାଇଁ ଭୋଟ ଗଣତି ଜାରି ରହିଛି । ପ୍ରାରମ୍ଭିକ ଟ୍ରେଣ୍ଡରେ ଏନଡିଏ ବର୍ତ୍ତମାନ ସୁଦ୍ଧା ୨୦୧ ସିଟରେ ଆଗୁଆ ରହିଥିବା ବେଳେ ମହାମେଣ୍ଟ ପଛରେ ରହିଥିବା ବେଳେ ୩୬ଟି ସିଟରେ ଓ ଅନ୍ୟ ଦଳ ଗୁଡିକ ୦୬ଟି ସିଟରେ ଆଗୁଆ ରହିଛନ୍ତି । ଆଜି ସନ୍ଧ୍ୟାରେ ବିଧିବଦ୍ଧ ଭାବେ ଫଳାଫଳ ଘୋଷଣା କରାଯିବ ।

ଏନଡିଏ- ୨୦୧
ମହାମେଣ୍ଟ- ୩୬
ଅନ୍ୟାନ୍ୟ- ୦୬

- Advertisement -

ଅଲିନଗରରୁ ମୈଥିଲ ଠାକୁର ଆଗୁଆ
ଲଖିସରାଇରୁ ବିଜୟ ସିହ୍ନା ଆଗୁଆ
ବାଙ୍କିପୁରରୁ ନୀତିନ ନବୀନ ଆଗୁଆ

Hot this week

ପହଲଗାଓଁ ଆତଙ୍କବାଦୀ ଆକ୍ରମଣ ମାମଲାର ଚାର୍ଜସିଟ୍ ଦାଖଲ କରିବ ଏନଆଇଏ

ସମାଜ ଲାଇଭ ଡ଼େସ୍କ : ଆଜି ପହଲଗାଓଁ  ଆତଙ୍କବାଦୀ ଆକ୍ରମଣ ଘଟଣାରେ,...

ଭୁବନେଶ୍ୱରରେ ହେବ ଭିଜା ସେଣ୍ଟର

ସମାଜ ଡିଜିଟାଲ ଡେସ୍କ: ଭୁବନେଶ୍ୱରରେ ହେବ ‘ଗ୍ଲୋବାଲ ଭିଜା ଆପ୍ଲିକେସନ ସେଣ୍ଟର’...

ଡିଜିପିଙ୍କ କ୍ୟାମ୍ପ ଅଫିସ ସମ୍ମୁଖରେ ବିଜେଡିର ଧାରଣା

ଭୁବନେଶ୍ବର: ପ୍ରଣବଙ୍କ ଘରେ ଭଙ୍ଗାରୁଜାକୁ ନେଇ ପ୍ରତିବାଦ ତୀବ୍ର ହେବାରେ ଲାଗିଛି।...

କେନ୍ଦ୍ରାପଡାରେ ଶୀତଳ ଭଣ୍ଡାର ଲୋକାର୍ପଣ

ସମାଜ ଡିଜିଟାଲ ଡେସ୍କ: କେନ୍ଦ୍ରାପଡା ଜମଧର ଠାରେ ନିର୍ମିତ ଶୀତଳଭଣ୍ଡାରକୁ ଲୋକାର୍ପଣ...

ମୋଦୀଙ୍କୁ କଂଗ୍ରେସର ଅପଶବ୍ଦ : କ୍ଷମା ଦାବି କଲେ ନଡ୍ଡା

ସମାଜ ଲାଇଭ ଡ଼େସ୍କ : ଗତକାଲି ଦିଲ୍ଲୀରେ ଏସାଇଆର ବିରୋଧରେ କଂଗ୍ରେସ...

Related Articles

Popular Categories