www.samajalive.in
Monday, December 8, 2025
16.1 C
Bhubaneswar

ସୁରକ୍ଷାକର୍ମୀଙ୍କୁ ବଡ ସଫଳତା ; ୨୫ରୁ ଅଧିକ ନକ୍ସଲ ନିପାତ

ଛତିଶଗଡ : ସୁରକ୍ଷାକର୍ମୀଙ୍କୁ ମିଳିଛି ବଡ ସଫଳତା। ଛତିଶଗଡର ନାରାୟଣପୁର ଜିଲାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ପରେ ଅବୁଝମାଡ ଅଞ୍ଚଳରେ ଏଯାଏଁ ୨୫ରୁ ଅଧିକ ନକ୍ସଲ ନିପାତ ହୋଇଥିବା ନେଇ ଖବର ମିଳିଛି । ମୃତ ନକ୍ସଲଙ୍କ ସଂଖ୍ୟା ଆହୁରି ବୃଦ୍ଧି ପାଇପାରେ ବୋଲି କୁହାଯାଉଛି। ନାରାୟଣପୁର, ବୀଜାପୁର ଓ ଦନ୍ତେୱାଡାରେ ଡିଆରଜିର ଯବାନ ଓ ନକ୍ସଲଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି। ଉକ୍ତ ଅଞ୍ଚଳରେ ନକ୍ସଲ ଥିବା ନେଇ ସୂଚନା ମିଳିବା ପରେ ଯବାନ ତଲାସି ଅଭିଯାନ ଆରମ୍ଭ କରିଥିଲେ।

ନାରାୟଣପୁର, ଦାନ୍ତେୱାଡା, ବିଜାପୁର ଏବଂ କୋଣ୍ଡାଗାଓଁର ଡିଆରଜିର ଯବାନମାନେ ନକ୍ସଲ କମାଣ୍ଡରମାନଙ୍କୁ ଘେରି ଯାଇଛନ୍ତି। ଉଭୟ ପାର୍ଶ୍ୱରୁ ଗୁଳିଚାଳନା ଜାରି ରହିଛି।

ମାତ୍ର ୨ ଦିନ ପରେ ବୁଦ୍ଧାଦିତ୍ୟ ରାଜଯୋଗ : ଏହି ରାଶିଙ୍କୁ କୋଟିପତି କରିବେ ସୂର୍ଯ୍ୟ-ବୁଧ, ହେବେ ମାଲାମାଲ୍‌, ହେବ ବିବାହ..

- Advertisement -

Hot this week

ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ ।

ଭୁବନେଶ୍ୱର-ପ୍ରସିଦ୍ଧ ଯାତ୍ରା ହାସ୍ୟ ଅଭିନେତା ଗୁରୁ ପୃଷ୍ଟିଙ୍କ ପରଲୋକ । ଦୁର୍ଘଟଣାରେ...

ଭୁବନେଶ୍ବରରେ ପହଞ୍ଚିଲେ ସୂର୍ଯ୍ୟକୁମାର, ସଞ୍ଜୁ ଏବଂ ଉପଅଧିନାୟକ ଗିଲ୍, କାଲି ନେଟ୍ ପ୍ରାକ୍ଟିସ୍

ସମାଜ ନ୍ୟୁଜ ଡେସ୍କ- ରାତି ପ୍ରାୟ ୯ଟା ସମୟରେ ଭୁବନେଶ୍ବର ବିମାନବନ୍ଦରରେ...

ଗହୀରମଥାରେ ବେଆଇନ ମାଛ ମାରି ୩୪ ମତ୍ସ୍ୟଜୀବୀ ଗିରଫ, ୨ ଟ୍ରଲର ଜବତ

ସମାଜଲାଇଭ ଡେସ୍କ: ଗହୀରମଥାରେ ବେଆଇନ ମାଛ ମାରୁଥିବା ୩୪ ମତ୍ସ୍ୟଜୀବୀଙ୍କୁ ଗିରଫ...

ହାତୀ ପେଟରେ ଚାଷୀଙ୍କ ଫସଲ, ବନଖଣ୍ଡ କାର୍ଯ୍ୟାଳୟ ଘେରିଲେ ଗ୍ରାମବାସୀ

ଆଠଗଡ: ଆଠଗଡ଼ ବ୍ଲକ ଅନ୍ତର୍ଗତ କନ୍ଦରପୁର ଗ୍ରାମରେ ହାତୀପଲଙ୍କ ଉପଦ୍ରବରେ ଚାଷୀକୂଳ...

୩ ଶିଶୁଙ୍କ ସହ ୭ ଦାଦନ ଶ୍ରମିକ ଉଦ୍ଧାର, ୨ ଗିରଫ

କଣ୍ଟାବାଞ୍ଜି: ତୁରେକେଲା ପୁଲିସ ଶନିବାର ମଧ୍ୟ ରାତ୍ରରେ ହଳନଭଟା ଛକ ନିକଟରୁ...

Related Articles

Popular Categories