www.samajalive.in
Saturday, December 6, 2025
19.1 C
Bhubaneswar

ବିଜେପିକୁ ଫେରିଲେ ବିଜୟ ମହାପାତ୍ର

ଭୁବନେଶ୍ବର : ବରିଷ୍ଠ ନେତା ବିଜୟ ମହାପାତ୍ର ଗୁରୁବାର ଦିନ ବିଜେପିକୁ ଫେରିଛନ୍ତି। ସେ ବିଜେପି ରାଜ୍ୟ ପ୍ରଭାରୀ ଅରୁଣ ସିଂ ଓ ବିଜେପିର ରାଷ୍ଟ୍ରୀୟ ଉପସଭାପତି ତଥା ରାଷ୍ଟୀୟ ମୁଖପାତ୍ର ବୈଜୟନ୍ତ ପଣ୍ଡାଙ୍କ ସହ ଆଲୋଚନା ପରେ ଦଳକୁ ଫେରିଛନ୍ତି। ବିଜେପିକୁ ଫେରିବା ପରେ ବିଜୟ ମହାପାତ୍ର ନିଜ ପ୍ରତିକ୍ରିୟାରେ କହିଛନ୍ତି ଯେ, ଦେଶରେ ନୂଆ ପରିବର୍ତ୍ତନ ପାଇଁ ଆମକୁ ଏକାଠି ହୋଇ ଲଢିବାକୁ ପଡିବ। ପୁରୁଣା କଥାକୁ ଭୁଲି ନୂଆ ସଂକଳ୍ପ ସହ ଆଗକୁ ବଢିବୁ।

ସୂଚନାଯୋଗ୍ୟ ଯେ, ଗତ ନଭେମ୍ବର ୩୦ରେ ବିଜୟ ମହାପାତ୍ର ବିଜେପିରୁ ଇସ୍ତଫା ଦେଇଥିଲେ।

Hot this week

ଜୟସୱାଲଙ୍କ ଶତକ: ମ୍ୟାଚ ସହ ସିରିଜ ଜିତିଲା ଭାରତ, ହିଟ୍‌ମ୍ୟାନଙ୍କ ନୂଆ ରେକର୍ଡ

ସମାଜଲାଇଭ ଡେସ୍କ: ଦକ୍ଷିଣ ଆଫ୍ରିକା ବିପକ୍ଷରେ ୩ୟ ଦିନିକିଆ ମ୍ୟାଚ ସହିତ...

ପୁଟିନଙ୍କୁ ପରସାଗଲା ନିରାମିଷ ଖାଦ୍ୟ: ମଦ, ମାଂସ କାହିଁକି ଦିଆଗଲାନି ବୋଲି ପ୍ରଶ୍ନ ଉଠାଇଲେ କଂଗ୍ରେସ ନେତା

ସମାଜଲାଇଭ ଡେସ୍କ: ରୁଷ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ ଦୁଇ ଦିନିଆ ଭାରତ...

ଯୁବତୀଙ୍କୁ ଅସଦାଚରଣ, ସମ୍ପର୍କୀୟ ଦାଦା ଗିରଫ

ଗୋପାଳପୁର: ଗୋଳନ୍ଥରା ଥାନା ଅନ୍ତର୍ଗତ ଏକ ଗ୍ରାମରେ ଜଣେ ଯୁବତୀଙ୍କୁ ଅସଦାଚରଣ...

ସମ୍ବଲପୁରୀ ସିନେମା ‘ସୁଟଆଉଟ ଇନ ସୋନପୁର’ର ଶୁଭ ମହୁରତ

ସମ୍ବଲପୁର: ସମ୍ୱଲପୁରର ସେନପାର୍କ ନିକଟ ଓଡିଶା ସାଂସ୍କୃତିକ ଭବନଠାରେ ଶନିବାର ସାଇଦତ୍ତ...

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

Related Articles

Popular Categories