www.samajalive.in
Saturday, December 6, 2025
26.1 C
Bhubaneswar

ବିଜୟଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା

ଭୁବନେଶ୍ଵର : ଓଡ଼ିଆ ଚଳଚ୍ଚିତ୍ର ଜଗତର ବରିଷ୍ଠ ଅଭିନେତା ବିଜୟ ମହାନ୍ତିଙ୍କ ପରଲୋକ ଘଟିଛି । ଆଜି ସନ୍ଧ୍ୟାରେ ତାଙ୍କର ଅବସ୍ଥା ଗୁରୁତର ହେବା ପରେ ତାଙ୍କୁ ରାଜଧାନୀ ସ୍ଥିତ କେୟାର ଡ଼ାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ମାତ୍ର ସେଠାରେ ତାଙ୍କର ପରଲୋକ ଘଟିଛି । ମୃତ୍ୟୁଶଯ୍ୟା ନିକଟରେ ତାଙ୍କର ପତ୍ନୀ ତଥା ଓଡ଼ିଆ ସିନେମାର ଅନ୍ୟତମ ପ୍ରସିଦ୍ଧ ଅଭିନେତ୍ରୀ ତନ୍ଦ୍ରା ରାୟ ଉପସ୍ଥିତ ଥିଲେ।

ବିଜୟଙ୍କ ବିୟୋଗରେ ଓଡ଼ିଶାରେ ଶୋକର ଛାୟା ଖେଳିଯାଇଛି। ସିନେ ତାରକାଙ୍କଠାରୁ ଆରମ୍ଭ କରି ରାଜନେତାଙ୍କ ପର୍ଯ୍ୟନ୍ତ ଅନେକ ବିଶିଷ୍ଟ ବ୍ୟକ୍ତି ଟ୍ବିଟ୍ କରି ଶୋକବ୍ୟକ୍ତ କରିଛନ୍ତି।
ବିଜୟଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶୋକ

- Advertisement -


ବିଜୟଙ୍କ ବିୟୋଗରେ କେନ୍ଦ୍ର ତୈଳ ଓ ପ୍ରାକୃତିକ ବାସ୍ପ ତଥା ଇସ୍ପାତ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଶୋକ


ବିଜୟଙ୍କ ବିୟୋଗରେ ଭୁବନେଶ୍ଵର ସାଂସଦ ଅପରାଜିତା ଷଡଙ୍ଗୀଙ୍କ ଶୋକ


ବିଜୟଙ୍କ ବିୟୋଗରେ ବାଲେଶ୍ଵର ସାଂସଦ ପ୍ରତାପ ଷଡଙ୍ଗୀଙ୍କ ଶୋକ


ବିଜୟ ମହାନ୍ତିଙ୍କ ବିୟୋଗରେ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ ରଣେନ୍ଦ୍ର ପ୍ରତାପ ସ୍ବାଇଙ୍କ ଶୋକ

Hot this week

ସ୍ୱାମୀ ହତ୍ୟାକାରୀ ସ୍ତ୍ରୀକୁ ଆଜୀବନ କାରାଦଣ୍ଡ

ଆଠଗଡ: ଆଠଗଡ ସହରରେ ଘଟିଥିବା ଏକ ହତ୍ୟା ମାମଲା ବିଚାର କରି...

ହଷ୍ଟେଲ ଭିତରେ ପଶି ଆଖିବୁଜା ଗୁଳିମାଡ଼: ୧୧ ମୃତ, ୧୪ ଆହତ

ସମାଜଲାଇଭ ଡେସ୍କ: ଏକ ଶିକ୍ଷାନୁଷ୍ଠାନ ହଷ୍ଟେଲ ଭିତରେ ପଶି ୩ ଅଜ୍ଞାତ...

କଟକସ୍ଥିତ ସମାଜ ମୁଖ୍ୟ କାର୍ଯ୍ୟାଳୟରେ ବାବୁଜୀଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ

କଟକ: ଆଜି ମହାନ ମୁକ୍ତି ସଂଗ୍ରାମୀ ,ସମାଜ ସଂସ୍କାରକ, ଦୈନିକ ଖବରକାଗଜ...

‘ରାଧାନାଥ ରଥ ଥିଲେ ଅନନ୍ୟ ପ୍ରଜ୍ଞାଦୀପ୍ତ ପ୍ରତିଭା’

ଆଠଗଡ: ପଦ୍ମଭୂଷଣ ଡ.ରାଧାନାଥ ରଥ ଥିଲେ ଜଣେ ବିରଳ ବ୍ୟକ୍ତିତ୍ବ ଏବଂ...

ମୋବାଇଲ ଟାୱାରରେ ଚଢି ଯୁବକଙ୍କ ଆତ୍ମହତ୍ୟା ଉଦ୍ୟମ

ସୋର: ସୋର ଥାନା ମୁବାରକପୁର ଗାଁରେ ଅଘଟଣ। ପାରିବାରିକ କଳହକୁ କେନ୍ଦ୍ର...

Related Articles

Popular Categories