ବରଗଡ: ବରଗଡ଼ ଜିଲାର ବିଜେପୁର ବିଧାନସଭା ଉପନିର୍ବାଚନ ପାଇଁ ଚାଲିଥିବା ଭୋଟ ଗଣତିର ୧୧ ରାଉଣ୍ଡ ଶେଷ ହୋଇଛି। ୧୧ ରାଉଣ୍ଡ ଶେଷ ସୁଦ୍ଧା ବିଜେଡି ୫୬,୧୩୬ ଖଣ୍ଡ ଭୋଟରେ ଆଗୁଆ ରହିଛି। ବିଜେଡି ପ୍ରାର୍ଥୀ ରୀତା ସାହୁଙ୍କୁ ୧୧ ରାଉଣ୍ଡ ସୁଦ୍ଧା ମୋଟ ୭୭,୩୫୯ ଖଣ୍ଡ ଭୋଟ ମିଳିଛି। ସେହିପରି ବିଜେପି ପ୍ରାର୍ଥୀ ସନତ ଗଡ଼ତିଆଙ୍କୁ ୨୧,୨୨୩ ଖଣ୍ଡ ଭୋଟ ମିଳିଥିବାବେଳେ କଂଗ୍ରେସ ପ୍ରାର୍ଥୀ ଦିଲୀପ ପଣ୍ଡାଙ୍କୁ ୩,୦୭୩ ଖଣ୍ଡ ଭୋଟ ମିଳିଛି।
Popular Categories



