www.samajalive.in
Monday, December 8, 2025
24.1 C
Bhubaneswar

ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳିତ

କଣ୍ଟାବାଞ୍ଜି : କଣ୍ଟାବାଞ୍ଜି ବିଜେଡି ତରଫରୁ ପ୍ରବାଦ ପୁରୁଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ  ବିଜୁ ବାବୁଙ୍କ ତିରୋଧାନ ଦିବସ ପାଳିତ ହୋଇ ଯାଇଛି। ଏହି ଅବସରେ ସ୍ଥାନୀୟ ଡାକ୍ତରଖାନା ପରିସର ବ୍ଲଡ଼ ବ୍ୟାଙ୍କ ସମ୍ମୁଖ, ପ୍ରବାଦ ପୁରୁଷ ବିଜୁବାବୁଙ୍କ ପ୍ରତିମୂର୍ତ୍ତିରେ ବିଜେଡି ନେତୃମଣ୍ଡଳୀ ପୁଷମାଲ୍ୟ ଅର୍ପଣ କରିଥିଲେ। ଡାକ୍ତରଖାନାରେ ରୋଗୀ ମାନଙ୍କୁ ଫଳ, ବିସ୍କୁଟ, ମିଷ୍ଟାନ ବଣ୍ଟନ କରାଯାଇଥିଲା। କିଛି ଦଳୀୟ କର୍ମୀ ରକ୍ତ ଦାନ କରି ଥିଲେ।  ବିଜେଡିର ବରିଷ୍ଠ ନେତା ଅଜୟ ଦାସ, ରାଜ୍ୟ ଯୁବ ସମ୍ପାଦକ ଅଜିତ କୁମାର ଯୋଶୀ, ଯୁବ ନେତା ଗିରିରାଜ ସିଂ ମାଝୀ, ପଶ୍ଚିମ ଓଡିଶା ବିକାଶ ପରିଷଦ ସଦସ୍ୟ ହଂଶରାଜ ଜୈନ, ଜିଲ୍ଲା ସାଧାରଣ ସମ୍ପାଦକ ରାଜେନ୍ଦ୍ର ବେହେରା, ଯୁବ ସଭାପତି ବିଶାଳ ବେହେରା, ଜିଲ୍ଲା ସମ୍ପାଦକ ବିନୟ ଭୂଷଣ ବିଭାର, ଜିଲ୍ଲା କାର୍ଯକାରୀ ସଦସ୍ୟ ମୁନା ମହାନ୍ତି, ଜିଲ୍ଲା ଯୁବ ସମ୍ପାଦକ ଶାନ୍ତନୁ  ବିଭାର, କାଉନସିଲର ସୂର୍ଯ୍ୟ ପ୍ରତାପ ମିଶ୍ରଙ୍କ ସମେତ ବହୁ ବିଜେଡି କର୍ମୀ ପସ୍ଥିତ ଥିଲେ।

Hot this week

ଶୀତଦିନରେ ଅଧିକ ନିଦ୍ରା କାହିଁକି ଲାଗେ: ଜାଣନ୍ତୁ କେତେ ଘଣ୍ଟା ଶୋଇବା ଜରୁରୀ

ସମାଜ ଡିଜିଟାଲ ଡେସ୍କ: ନିଦ୍ରା ଆମ ଶରୀର ପାଇଁ ଅତ୍ୟନ୍ତ ଜରୁରୀ...

ଟ୍ରମ୍ପଙ୍କ ନାମରେ ହେବ ହାଇଦରାବାଦର ସଡ଼କ

ହାଇଦରାବାଦ : ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନାମରେ ହାଇଦରାବାଦର ଏକ...

ଓୱେସୀଙ୍କ ସହ ମେଣ୍ଟ ଯୋଜନାରେ ହୁମାୟୁନ

କଲକାତା : ପଶ୍ଚିମବଙ୍ଗ ମୁର୍ଶିଦାବାଦରେ ବାବ୍ରି ମସ୍‌ଜିଦ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର...

ଆଜି ବାରବାଟୀରେ ଦୁଇ ଦଳର ଅଭ୍ୟାସ

କଟକ: ବାରବାଟୀ ଷ୍ଟାଡିୟମ୍‌ରେ ମଙ୍ଗଳବାର ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ...

ମୋଦୀଙ୍କୁ ସାହାଯ୍ୟ ମାଗିଲେ ପାକ୍ ମହିଳା

ନୂଆଦିଲ୍ଲୀ : ଜଣେ ପାକିସ୍ତାନୀ ମହିଳାଙ୍କ ସ୍ବାମୀ ଦିଲ୍ଲୀରେ ଦ୍ବିତୀୟ ବିବାହ...

Related Articles

Popular Categories