www.samajalive.in
Thursday, December 11, 2025
16.1 C
Bhubaneswar

ବିଧାନସଭାରେ ବିଜୁ ଜୟନ୍ତୀ, ଶ୍ରଦ୍ଧାଞ୍ଜଳି ଅର୍ପଣ କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ଵର: ଓଡ଼ିଶାର ପୂର୍ବତନ ମୁଖ୍ୟମନ୍ତ୍ରୀ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ଆଜି ଜନ୍ମ ଜୟନ୍ତୀ। ଏହି ଅବସରରେ ବିଧାନସଭା ପରିସରରେ ବୁଧବାର ବିଜୁ ପଟ୍ଟନାୟକଙ୍କ ଜୟନ୍ତୀ ପାଳିତ ହୋଇଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଜୁ ବାବୁଙ୍କ ପ୍ରତିମୂର୍ତ୍ତିରେ ପୁଷ୍ପମାଲ୍ୟ ଦେଇ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଏହି ଅବସର​‌ରେ ବିଜୁ ବାବୁଙ୍କୁ ଆଧୁନିକ ଓଡ଼ିଶାର ନିର୍ମାତା ବୋଲି କହିଛନ୍ତି ମୁଖ୍ୟମନ୍ତ୍ରୀ। ଏହାସହ ମୁଖ୍ୟମନ୍ତ୍ରୀ ଭାବେ ଓଡ଼ିଶା ପ୍ରତି ତାଙ୍କ ଅବଦାନ ଅତୁଳନୀୟ ବୋଲି ସେ କହିଛନ୍ତି। କାର୍ଯ୍ୟକ୍ରମରେ ବାଚସ୍ପତି ସୁରମା ପାଢୀ, ଦୁଇ ଉପମୁଖ୍ୟମନ୍ତ୍ରୀ କନକ ବର୍ଦ୍ଧନ ସିଂହଦେଓ ଏବଂ ପ୍ରଭାତୀ ପରିଡ଼ାଙ୍କ ସମେତ ମନ୍ତ୍ରୀ ଓ ବିଧାୟକ ବୃନ୍ଦ ଉପସ୍ଥିତ ଥିଲେ।

Hot this week

ଗାଡି କାହାର, ଫାଇନ ଦେବ କିଏ ? କଳହାଣ୍ଡି ଆରଟିଓଙ୍କ ଅଜବ ନୀତି

ଭବାନୀପାଟଣା - କଳାହାଣ୍ଡି ଆରଟିଓ ଙ୍କ ଏକ ଚାଲାଣ ଏବେ ମୋବାଇଲ...

ଆଠଗଡରୁ ନିଖୋଜ ଦୁଇ ନାବାଳିକା ଉଦ୍ଧାର

ଆଠଗଡ - ଆଠଗଡରୁ ଗତ ଡିସେମ୍ବର ୧ ତାରିଖରୁ ନିଖୋଜ ଥିବା...

ଘାଟିରେ ଗ୍ୟାସ ଟ୍ୟାଙ୍କର ଓଲଟିଲା : ଗ୍ୟାସ ନିର୍ଗତ ନେଇ ସୂଚନା ନାହିଁ

ଭବାନୀପାଟଣା -     ଛତିଗୁଡ଼ା ନିକଟସ୍ଥ ବଞ୍ଜାରି ଘାଟିରେ ଏକ ଗ୍ୟାସ...

ମୋବାଇଲ ପାଇଁ -ପୁଅର ଟାଙ୍ଗିଆ ଚୋଟରେ ବାପା ମୃତ

ରାୟଗଡ଼ା,: ମୋବାଇଲ ପାଇଁ ଟଙ୍କା ନଦେବାରୁ ହତ୍ୟାକାଣ୍ଡ। ପୁଅର ଟଙ୍ଗିଆ ଚୋଟରେ...

ତ୍ରିକୋଣୀୟ ପ୍ରେମ ସମ୍ପର୍କର କରୁଣ କାହାଣୀ-ପୁର୍ବତନ ପ୍ରେମିକକୁ ହତ୍ୟା କରି ପ୍ରେମୀ ଓ ପ୍ରେମିକ ଗିରଫ

ସମ୍ବଲପୁର : ସ୍ଥାନୀୟ କ୍ଷେତରାଜପୁର ଥାନା ଅନ୍ତର୍ଗତ ଲକ୍ଷ୍ମୀ ଡୁଙ୍ଗୁରୀ ପାହାଡ...

Related Articles

Popular Categories