www.samajalive.in
Saturday, December 6, 2025
14.1 C
Bhubaneswar

ଉତ୍କଳ ସମ୍ମିଳନୀ ପକ୍ଷରୁ ପ୍ରବାଦ ପୁରୁଷ ବିଜୁ ବାବୁଙ୍କୁ ଶ୍ରଦ୍ଧାଞ୍ଜଳି: ଭାରତରତ୍ନ ପ୍ରଦାନ ପାଇଁ ଦାବି

ଭୁବନେଶ୍ୱର: ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୧୦୮ତମ ଜୟନ୍ତୀ ଅବସରରେ ବିଜ ପଟ୍ଟନାୟକ ପାର୍କରେ ଥିବା ବରପୁତ୍ରଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରି ଉତ୍କଳ ସମ୍ମିଳନୀ ପକ୍ଷରୁ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରାଯାଇଛି । କାର୍ଯ୍ୟକ୍ରମରେ ଉତ୍କଳ ସମ୍ମିଳନୀର ସାଧାରଣ ସମ୍ପାଦକ ତଥା ମଞ୍ଚେଶ୍ୱର ଶିଳାଞ୍ଚଳ ଶାଖା ସଭାପତି ଅଧିବକ୍ତା ଦିଲ୍ଲୀପ ଦାଶଶର୍ମା ଯୋଗ ଦେଇ ସଭାପତିତ୍ୱ କରିଥିଲେ । ଓଡ଼ିଶାର ତିନି ମହାପୁରୁଷ ଉତ୍କଳ ଗୌରବ ମଧୁସୂଦନ ଦାସ, ଉତ୍କଳ ମଣି ଗୋପବନ୍ଧୁ ଦାସ ଓ ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କୁ ଭାରତରତ୍ନ ପ୍ରଦାନ କଲେ ଭାରତରତ୍ନର ଗୌରବ ବଢିବ ବୋଲି ସଭାପତି କହିଛନ୍ତି ।

Hot this week

ବାପା_ମା_ଭଉଣୀକୁ_ହାଣି_ପକାଇଲା ପୁଅ

ଭୁବନେଶ୍ବର :ଏୟାରଫିଲ୍‌ଡ ଅଞ୍ଚଳରେ ଅଭାବନୀୟ ଘଟଣା । ପରିବାରବର୍ଗଙ୍କୁ ଗୋଡ଼ାଇ ଗୋଡ଼ାଇ...

ଗ୍ରାମ ପଞ୍ଚାୟତ ପିଅନ ପଦ ସୃଷ୍ଟି ନେଇ ମିଥ୍ୟା ପ୍ରଚାର ବିରୋଧରେ ଏଫ୍‌ଆଇଆର୍

ଭୁବନେଶ୍ୱର :ଗତ ନ‌ଭେମ୍ବର ୨୪ ତାରିଖରେ PR-PADM- OM-PG-064-2025/4232 ପତ୍ର ସଂଖ୍ୟା...

ଆମ ବସ ଧକ୍କାରେ ଜଣେ ମୃତ

ଭୁବନେଶ୍ୱର :ରାଜଧାନୀରେ ବଢିଚାଲିଛି ଦୁର୍ଘଟଣା ଜନିତ ମୃତ୍ୟୁ । ପୁଣି ଆମ...

Related Articles

Popular Categories