www.samajalive.in
Saturday, December 6, 2025
23.1 C
Bhubaneswar

ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କ ୨୭ତମ ଶ୍ରାଦ୍ଧ ଦିବସ

ଭୁବନେଶ୍ଵର: ଆଜି ପ୍ରବାଦ ପୁରୁଷ ବିଜୁ ପଟ୍ଟନାୟକଙ୍କର ୨୭ତମ ଶ୍ରାଦ୍ଧ ଦିବସ। ଏହି ଅବସରରେ ଶଙ୍ଖ ଭବନଠାରେ ବିଜେଡି ନେତା ଅଶୋକ ପଣ୍ଡା, ମୁନ୍ନା ଖାଁ,  ସସ୍ମିତ୍ ପାତ୍ର ଏବଂ ଅନେକ ବିଜେଡି ନେତ୍ରୀ ପ୍ରମୂଖ ଉପସ୍ଥିତ ରହି ବିଜୁ ବାବୁଙ୍କ ଫଟୋରେ ପୁଷ୍ପମାଲ୍ୟ ଅର୍ପଣ କରି ବିଜେଡି ନେତୃବୃନ୍ଦ ଏବଂ କର୍ମୀମାନେ ଶ୍ରଦ୍ଧାଞ୍ଜଳୀ ଜ୍ଞାପନ କରିଛନ୍ତି। ଏହି ଅବସରରେ ସମସ୍ତ ନେତା ଓ କର୍ମୀମାନେ ବିଜୁ ବାବୁଙ୍କ ଆଦର୍ଶ ଓ ନୀତିକୁ ବଜାୟ ରଖିବାକୁ ଶପଥ ପାଠ କରିଛନ୍ତି। ବିଜୁ ପଟ୍ଟନାୟକ ହେଉଛନ୍ତି ସେବା ,ତ୍ୟାଗ ଏବଂ ଓଡିଆ ସ୍ଵାଭିମାନୀର ପ୍ରତୀକ। ଏହି ମହାନ୍ ଜନନେତାଙ୍କ ଶ୍ରାଦ୍ଧ ଦିବସ ଅବସରରେ ଏହି ସେବା ମନୋଭାବକୁ ଆହୁରି ପରିବର୍ଦ୍ଧିତ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆହ୍ୱାନ ଦେଇଛନ୍ତି ।

Hot this week

ଇଣ୍ଡିଗୋ ବିମାନ ଅଚଳାବସ୍ଥା : ଚିଠି ଲେଖିଲା କଂଗ୍ରେସ

ସମାଜ ଲାଇଭ ଡ଼େସ୍କ : ଇଣ୍ଡିଗୋ ବିମାନ ସେବାରେ ବ୍ୟାପକ ବାଧା...

ମୁମ୍ବଇ, ଦିଲ୍ଲୀ… ଆଜି ଏହି ସହରରେ ବି ଇଣ୍ଡିଗୋ ବିମାନ ଉଡାଣ ବାତିଲ

ସମାଜ ଡିଜିଟାଲ ଡେସ୍କ: ଦେଶର ସର୍ବବୃହତ ବିମାନ କମ୍ପାନୀ ଇଣ୍ଡିଗୋରେ ହୋଇଥିବା...

ଭାରତ-ଦକ୍ଷିଣ ଆଫ୍ରିକା ନିର୍ଣ୍ଣାୟକ ଦିନିକିଆ ଆଜି

ବିଶାଖାପାଟଣା : ଘରୋଇ ଭାରତ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦିନିକିଆ...

ରାଶିଫଳ: ଏହି ଦୁଇ ରାଶିଙ୍କୁ କର୍ମକ୍ଷେତ୍ରରୁ ଅପୂର୍ବ ସଫଳତା ମିଳିବ

ମେଷ: ଅଧ୍ୟାପନାର ପ୍ରସ୍ତୁତି ସ୍ବରୂପ ଅଧ୍ୟୟନରତ ହୋଇପାରନ୍ତି। କର୍ମକ୍ଷେତ୍ର ସହିତ ଅନ୍ୟାନ୍ୟ ବିଭିନ୍ନ...

ବଦଳିବ ପ୍ରଥମରୁ ଦ୍ବାଦଶ ପାଠ୍ୟପୁସ୍ତକ

ସ୍ଥାନିତ ହେବ ସ୍ଥାନୀୟ ପ୍ରସଙ୍ଗ ଭୁବନେଶ୍ବର : ଆଗାମୀ ଦିନରେ ପିଲା ଆଉ...

Related Articles

Popular Categories