www.samajalive.in
Sunday, December 7, 2025
26.1 C
Bhubaneswar

ବାଇକ୍ ଦୁର୍ଘଟଣାରେ ଜଣେ ମୃତ, ଜଣେ ଆହତ

କାଶୀପୁର : ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡାଥାନା ଅନ୍ତର୍ଗତ କମ୍ପର ଛକ ନିକଟରେ ବୁଧବାର ଏକ ବାଇକ ଦୁର୍ଘଟଣା ଘଟି ଘଟଣା ସ୍ଥଳରେ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ଜଣେ ଆହତ ହୋଇଛନ୍ତି। ମୃତକ ଜଣକ ହେଲେ ଦୋରାଗୁଡା ଗ୍ରାମର ସୁନିଲ ପାତ୍ର(୨୭)। ସେହିପରି ଆହତ ଜଣକ ହେଉଛନ୍ତି ଉକ୍ତ ଗ୍ରାମର ସହଦେବ ଦୋରା।
ମିଳିଥିବା ସୂଚନା ଅନୁସାରେ, ବାଇକ୍ ଯୋଗେ ଟିକିରିରୁ ନିଜ ଗ୍ରାମକୁ ଫେରୁଥିବା ସମୟରେ କମ୍ପର ଛକ ନିକଟରେ ବାଇକ ଏକ ବ୍ରିଜ୍ ତଳକୁ ଖସି ପଡିଥିଲା। ଫଳରେ ସୁନିଲଙ୍କର ଘଟଣା ସ୍ଥଳରେ ମୃତ୍ୟୁ ହୋଇଥିବା ବେଳେ ସହଦେବ ଗୁରୁତର ଆହତ ହୋଇଥିଲେ। ଏହାପରେ ସ୍ଥାନୀୟ ଲୋକେ ସହଦେବଙ୍କୁ ଚିକିତ୍ସା ନିମନ୍ତେ ସ୍ବାସ୍ଥ୍ୟକେନ୍ଦ୍ରକୁ ପଠାଇଥିଲେ। ଖବର ପାଇ ଦୋରାଗୁଡା ପୁଲିସ ଘଟଣା ସ୍ଥଳରେ ପହଞ୍ଚି ଘଟଣାର ତଦନ୍ତ କରୁଥିବା ଦୋରାଗୁଡା ଥାନା ଅଧିକାରୀ କେ ସି ଭତ୍ରା ସୂଚନା ଦେଇଛନ୍ତି।

Hot this week

ଟ୍ରକ୍‌-ବାଇକ୍ ଧକ୍କା : ସ୍ଵାମୀ ଆଗରେ ଚାଲିଗଲା ସ୍ତ୍ରୀର ଜୀବନ

ହରଭଙ୍ଗା : ବୌଦ୍ଧ ଜିଲ୍ଲା ହରଭଙ୍ଗା ବ୍ଲକ ପୁରୁଣାକଟକ ଥାନା ଅନ୍ତର୍ଗତ...

ଅପରାହ୍ନ ୧ଟା ମୁଖ୍ୟ ଖବର

() ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ ୨୫ ମୃତ...ମୃତକଙ୍କ ପରିବାରକୁ...

କଣ ରହିଛି ବିଶ୍ଵାସ, କାହିଁକି କାଠକୁ ଛୁଅଁନ୍ତି ଲୋକେ ?

ନୂଆଦିଲ୍ଲୀ : ଦୀର୍ଘ ବର୍ଷ ଧରି ସାରା ବିଶ୍ଵରେ ଅନେକ ଅଜବ...

ଲୋକସଭାରେ ବନ୍ଦେ ମାତରମ୍ ଉପରେ ବିତର୍କ କରିବେ ମୋଦୀ

ସମାଜ ଲାଇଭ ଡ଼େସ୍କ : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆସନ୍ତାକାଲି ଲୋକସଭାରେ...

ଗୋଆ ଅଗ୍ନିକାଣ୍ଡ : ନାଇଟ୍ କ୍ଲବ୍ ମାଲିକଙ୍କ ବିରୋଧରେ ମାମଲା ରୁଜୁ

ସମାଜ ଲାଇଭ ଡ଼େସ୍କ : ଗୋଆ ନାଇଟ୍ କ୍ଲବ୍ ଅଗ୍ନିକାଣ୍ଡ ଘଟଣାରେ...

Related Articles

Popular Categories